ରଶ୍ମିକାଙ୍କଠାରୁ ୮୦ ଲକ୍ଷ ଟଙ୍କାର ଠକେଇ, ଅଭିନେତ୍ରୀ ନେଲେ ଏହି କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ: ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କଠାରୁ ୮୦ ଲକ୍ଷ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ମ୍ୟାନେଜର ତାଙ୍କ ସହ ଏହି ଜାଲିଆତି କରିଛନ୍ତି। ଏହା ପରେ ରଶ୍ମିକା ତାଙ୍କ ମ୍ୟାନେଜରଙ୍କୁ ବରଖାସ୍ତ କରିଛନ୍ତି। ଏହି ମ୍ୟାନେଜର ଦୀର୍ଘ ଦିନ ଧରି ରଶ୍ମିକାଙ୍କ ସହ କାମ କରୁଥିଲେ। ରଶ୍ମିକା ବର୍ତ୍ତମାନ ଏହି ଘଟଣା ବିଷୟରେ କିଛି କରୁନାହାଁନ୍ତି ଏବଂ ଏ ପର୍ଯ୍ୟନ୍ତ ସେ ଏ ସମ୍ପର୍କରେ କୌଣସି ସରକାରୀ ବିବୃତ୍ତି ଦେଇନାହାଁନ୍ତି।

ପ୍ରକାଶ ଯେ, ରଶ୍ମିକାଙ୍କ ମ୍ୟାନେଜର ତାଙ୍କୁ ୮୦ଲକ୍ଷ ଟଙ୍କା ଠକିଛନ୍ତି। ନିଜେ ଏହି ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେ ମ୍ୟାନେଜରଙ୍କୁ କାମରୁ ହଟାଇ ଦେଇଛନ୍ତି। ରଶ୍ମିକାଙ୍କ ଶେଷ ରିଲିଜ ହୋଇଥିବା ଚଳଚ୍ଚିତ୍ରଟି ହେଲା ‘ମିଶନ ମଜନୁ’। ଏବେ ତାଙ୍କୁ ରଣବୀର କପୁରଙ୍କ ସହ ଫିଲ୍ମ ‘ଏନିମଲ’ରେ ଦେଖିବାକୁ ମିଳିବ। ଏହାର ନିର୍ଦ୍ଦେଶନା ଦେଇଛନ୍ତି ସନ୍ଦୀପ ରେଡ୍ଡୀ ଭଙ୍ଗା। ଏହି ଫିଲ୍ମରେ ଅନିଲ କପୁର ଏବଂ ବବି ଦେଓଲ ଅଛନ୍ତି। ଏହି ଫିଲ୍ମ ୧୧ ଅଗଷ୍ଟରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?