ବିଜୟଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ରଶ୍ମିକା

ମୁମ୍ବାଇ: ସାଉଥ୍‌ ଅଭିନେତା ବିଜୟ ଦେବରକୋଣ୍ଡା ତାଙ୍କ ଲୁକ୍‌ ଅଭିନୟ ପାଇଁ ଚର୍ଚ୍ଚାରେ ରୁହନ୍ତି। ସେହିପରି ରଶ୍ମିକା ମନ୍ଦାନା ମଧ୍ୟ କୌଣସି କମ୍‌ ନୁହନ୍ତି। ଫିଲ୍ମ ‘ପୁଷ୍ପା’ରେ ଅଭିନୟ କରି ସେ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଦୁହେଁ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେମାନଙ୍କ ବିବାହକୁ ନେଇ ଗୁଜବ ସୃଷ୍ଟି ହୋଇଥିଲା। ଚଳିତ ବର୍ଷ ଦୁହେଁ ବିବାହ କରିବେ ବୋଲି ଚର୍ଚ୍ଚା ଜୋର ଧରିଥିଲା। ତେବେ ଏହାକୁ ନେଇ ବିଜୟ ଟୁଇଟ୍‌ରେ ତାଙ୍କର ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ ବିବାହର ଖବର ସମ୍ପୂର୍ଣ୍ଣ ଗୁଜବ। ତେବେ ସେତେବେଳେ ରଶ୍ମିକା ଏହାକୁ ନେଇ କୌଣସି ମୁହଁ ଖୋଲି ନ ଥିଲେ। ନିକଟରେ ଏକ ସାକ୍ଷାତକାରରେ ଏହି ଗୁଜବ ଉପରେ ପୁର୍ଣ୍ଣଚ୍ଛେଦ ପକାଇଛନ୍ତି ରଶ୍ମିକା। ସେ କହିଛନ୍ତି, ଏହା କେବଳ ଗୁଜବ ଅଟେ। ମୋର ବିବାହ ପାଇଁ ବହୁତ ସମୟ ଅଛ,ସମୟ ଆସିଲେ ମୁଁ ବିବାହ କରିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମୋ’ ଭିଡିଓ ଦେଖନ୍ତି, ସକାଳୁ ମୋତେ ଟ୍ରୋଲ କରନ୍ତି: ପୁନମ୍‌

ବମ୍ବେ: ରାତିରେ ମୋ’ ଭିଡିଓ ଦେଖନ୍ତି, ସକାଳେ ମୋତେ ଟ୍ରୋଲ କରନ୍ତି। କିଛି ଏଭଳି ଢଙ୍ଗରେ ନିଜର ଟ୍ରୋଲରଙ୍କୁ ଜବାବ ଦେଇଛନ୍ତି ମଡେଲ ତଥା ଅଭିନେତ୍ରୀ...

ପୁନମ୍‌ ପାଣ୍ଡେ ଗିରଫ

ମୁମ୍ବାଇ: ମଡେଲ ତଥା ଅଭିନେତ୍ରୀ ପୁନମ୍‌ ପାଣ୍ଡେ ଚର୍ଚ୍ଚାକୁ ଆସିବା ଲାଗି ଜାଣିଶୁଣି ସବୁବେଳେ ବିବାଦ ଘେରରେ ରହିଥାନ୍ତି। ଏଥର ବି ସେ ଭୁଲ୍‌ କରି...

୧୫ ଫିଲ୍ମରେ ସଲମାନଙ୍କ ନାଁ ରହିଥିଲା ପ୍ରେମ୍‌: ଜାଣନ୍ତୁ ଏହା ପଛର ରହସ୍ୟ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ପରଦାରେ ରିଲିଜ ମାତ୍ରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଏକ ଭିନ୍ନ କ୍ରେଜ ଦେଖାଯାଏ। ସଲମାନଙ୍କ ଚଳଚ୍ଚିତ୍ରରେ ଦର୍ଶକ ରୋମାନ୍ସ,...

ଥିଏଟରରେ ବାଣ ଫୁଟାଉଥିବା ଫ୍ୟାନ୍ସଙ୍କ ପାଇଁ ଏମିତି କହିଲେ ଭାଇଜାନ

ନୂଆଦିଲ୍ଲୀ,୨୮।୧୧: ନିକଟରେ ରିଲିଜ ହୋଇଛି ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଅନ୍ତିମ: ଦି ଫାଇନାଲ ଟ୍ରୁଥ୍‌’। ଏହି ଫିଲ୍ମର ସ୍କ୍ରିନିଂ ବେଳେ ଥିଏଟରରେ ବାଣ...

ଶାହରୁଖ-ଦିଲୀପ-ଅମିତାଭ

କଳାକାରଙ୍କ ଜୀବନରେ ପୁରସ୍କାର ସ୍ମୃତି ହୋଇ ରହିଥାଏ। କେତେକ ପୁରସ୍କାରକୁ ସେମାନେ ସାରାଜୀବନ ମନେ ରଖିଥାଆନ୍ତି। ବଲିଉଡ୍‌ର ଅନ୍ୟତମ ସମ୍ମାନ୍‌ଜନକ ପୁରସ୍କାର ହେଲା ଫିଲ୍ମ ଫେୟାର...

ସେନା ଅଧିକାରୀ ଭୂମିକାରେ ଆୟୁଷ

ମୁମ୍ବାଇ: ‘ଲଭ୍‌ ୟାତ୍ରୀ’ରେ ଡେବ୍ୟୁ କରିଥିବା ଅଭିନେତା ଆୟୁଷ ଶର୍ମା ‘କ୍ୱଥା’ରେ ସେନା ଅଧିକାରୀ ଭୂମିକାରେ ଅଭିନୟ କରିବେ। ଏହି ଆକ୍ସନ-ଡ୍ରାମା ଫିଲ୍ମରେ ଅଭିନୟ ଲାଗି...

ସେଲ୍‌ଫି ବେବୋ ଲିପ୍‌ସା

ସଙ୍ଗୀତ ଜଗତର ୟଙ୍ଗ୍‌ ଆଣ୍ଡ୍‌ ଷ୍ଟାଇଲିଷ୍ଟ କଣ୍ଠଶିଳ୍ପୀ ହେଉଛନ୍ତି ଲିପ୍‌ସା ମହାପାତ୍ର। ନିଜର ଚେଷ୍ଟା ଓ ପରିଶ୍ରମ ବଳରେ ଖୁବ୍‌ କମ୍‌ ଦିନରେ ଲୋକଙ୍କ ହୃଦୟ...

୧୦ ବର୍ଷ ପରେ ଭାରତରେ ରିଲିଜ ହେବ ପାକିସ୍ତାନୀ ଫିଲ୍ମ…

ମୁମ୍ବାଇ : ଚଳିତ ବର୍ଷ ପାକିସ୍ତାନୀ ଚଳଚ୍ଚିତ୍ର ‘ଦ ଲିଜାଣ୍ଡ ମୌଲା ଜଟ୍ଟ’ ବିଶ୍ୱର ବକ୍ସ ଅଫିସରେ ବିପୁଳ ପରିମାଣର ଆୟ କରିଛି। ଏହି ଫିଲ୍ମ...

Advertisement
Archives

Model This Week