Odisha Elections 2024

ଭିଡିଓକୁ ନେଇ ଜୋର୍‌ରେ ରାଗିଗଲେ ରଶ୍ମିକାଙ୍କ ପ୍ରେମିକ, କହିଲେ ଏମିତି କଥା…

ମୁମ୍ବାଇ: ଦୀର୍ଘଦିନ ଧରି ସୋସିଆଲ ମିଡିଆରେ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଚର୍ଚ୍ଚାରେ ରହିଆସୁଛନ୍ତି। ତାଙ୍କର ଡିପ୍‌ଫେକ୍‌ ଭିଡିଓ ଦେଖିବା ପରେ ଷ୍ଟାରଙ୍କଠାରୁ ଆରମ୍ଭ କରି ପ୍ରଶଂସକମାନେ ସମସ୍ତେ ନିଜର କ୍ରୋଧ ପ୍ରକାଶ କରୁଛନ୍ତି। ବାସ୍ତବରେ, କିଛି ଦିନ ପୂର୍ବରୁ ରଶ୍ମିକାଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ତାଙ୍କ ଚେହେରା ଅନ୍ୟ ଜଣେ ମହିଳାଙ୍କ ଶରୀର ସହ ଯୋଡ଼ା ହୋଇଥିଲା।

ଏହି ଭିଡିଓ ଦେଖିବା ପରେ ରଶ୍ମିକାଙ୍କ ଅନସ୍କ୍ରିନ୍‌ ପିତା ଭୂମିକାରେ ଅଭିନୟ କରିଥିବା ଅମିତାଭ ବଚ୍ଚନ ଉକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ବିଗ୍‌ ବିଙ୍କ ପରେ ବର୍ତ୍ତମାନ ରଶ୍ମିକାଙ୍କ ଚର୍ଚ୍ଚିତ ପ୍ରେମିକ ବିଜୟ ଦେବରକୋଣ୍ଡା ଖୁବ୍‌ ଜୋର୍‌ରେ ରାଗିଛନ୍ତି।
ବିଜୟ କଥିତ ପ୍ରେମିକା ରଶ୍ମିକାଙ୍କ ସମର୍ଥନରେ ବାହାରି ନିଜ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏପରି କରିଥିବା ବ୍ୟକ୍ତିଙ୍କ ପାଇଁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି କି ଯାହା ଦ୍ୱାରା ମହିଳାମାନେ ନିଜକୁ ନିରାପଦ ଅନୁଭବ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri