ରଶ୍ମିକାଙ୍କ ଉପହାର

ମୁମ୍ବାଇ: ଅଭିନେତ୍ରୀ ରଶ୍ମିକା ମନ୍ଦାନା ଶୁକ୍ରବାର ତାଙ୍କର ୨୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ରଶ୍ମିକା ପ୍ରଶଂସକମାନଙ୍କୁ ଏକ ଉପହାର ଦେଇଛନ୍ତି। ‘ପୁଷ୍ପା ୨: ଦ ରୁଲ’ର ମେକର୍ସ ଏହି ଚଳଚ୍ଚିତ୍ରରୁ ରଶ୍ମିକାଙ୍କ ଫାଷ୍ଟ ଲୁକ ମୁକ୍ତିଲାଭ କରିଛନ୍ତି, ଯାହାକୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ପୁଷ୍ପା ୨:ଦ ରୁଲରେ ଶ୍ରୀବଲ୍ଲୀ ଭୂମିକାରେ ରଶ୍ମିକା ନଜର ଆସିବେ।

ଶେୟାର କରାଯାଇଥିବା ପୋଷ୍ଟରେ ଅଭିନେତ୍ରୀ ଖୁବ ସୁନ୍ଦର ଲାଗୁଛନ୍ତି। ଗ୍ରୀନ କଲର ଶାଢିରେ ସେ ଖୁବ ଗର୍ଜିୟସ ଲାଗୁଛନ୍ତି। ମଥାରେ ଲାଲ କୁମକୁମ, ଆଖିରେ କଜଳ ଓ ଗହଣା ସହ ଶ୍ରୀବଲ୍ଲୀ ଚରିତ୍ର ଖୁବ ଆକର୍ଷିତ କରୁଛି ଦର୍ଶକଙ୍କୁ। ତାଙ୍କର ଏହି ଫାଷ୍ଟ ଲୁକକୁ ଦର୍ଶକେ ଖୁବ ପସନ୍ଦ କରିଛନ୍ତି।
ସୂଚନାଯୋଗ୍ୟ, ‘ପୁଷ୍ପା ୨:ଦ ରୁଲ’ ପୂର୍ବରୁ ରିଲଜ ହୋଇଥିବା ମୁଭି ‘ପୁଷ୍ପା: ଦ ରାଇଜ’ର ସିକ୍ୱେଲ। ଫିଲ୍ମରେ ଆଲୁ ଅର୍ଜୁନ ମୁଖ୍ୟ ଭୂମିକାରେ ଆସିବେ। ଏପଟେ ରଶ୍ମିକା ଆଲୁ ଅର୍ଜୁନଙ୍କ ଅପୋଜିଟରେ ନଜର ଆସିବେ। ଏଥିରେ ଫହଦ ଫାସିଲ ବି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଶ୍ରୀବଲ୍ଲିଙ୍କ ଲୁକ ଆସିବା ପୂର୍ବରୁ ମେକର୍ସ ଫିଲ୍ମର ଟିଜର ରିଲିଜ ଡେଟ ଘୋଷଣା କରିଥିଲେ, ଯାହାକି ଅଲ୍ଲୁ ଅର୍ଜୁନଙ୍କ ଜନ୍ମଦିନ ଅର୍ଥାତ୍‌ ୮ ଏପ୍ରିଲ ୨୦୨୪ରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?