ଯୁକ୍ତ ୨ ପରୀକ୍ଷା: କର୍ଲାମୁଣ୍ଡା ବ୍ଲକ ଟପ୍ପର ହେଲେ ରଶ୍ମିତା ରଣା

କର୍ଲାମୁଣ୍ଡା/ରିଷିଡା,୨୧।୫(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକରେ ଯୁକ୍ତ ଦୁଇ କଳା ପରୀକ୍ଷାରେ ବ୍ଲକ ଟପ୍ପର ହୋଇଛନ୍ତି ରଶ୍ମିତା ରଣା। ଏହି ଖବର ପ୍ରକାଶ ପାଇବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି। ରଶ୍ମିତା ରିଷିଡା ଜେ. କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ଅଟନ୍ତି। ସେ ୫୧୯ ମାର୍କ ରଖି ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି।

ରଶ୍ମିତା ରିଷିଡା ନିବାସୀ ରାମ ଚନ୍ଦ୍ର ରଣା ଓ ପଦ୍ମାବତୀ ରଣାଙ୍କ ଝିଅ ଅଟନ୍ତି। ତାଙ୍କର ସଫଳତା ପାଇଁ ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମା ଓ ଅନ୍ୟାନ୍ୟ ବୁଦ୍ଧିଜୀବୀମାନେ ଅଭିନନ୍ଦନ ଜଣାଇଛନ୍ତି।

ସୂଚନାଯୋଗ୍ୟ, ଏହି ବିଦ୍ୟାଳୟର ୨୩୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୩ ଜଣ ପ୍ରଥମ ଶ୍ରେଣୀ,୩୮ ଜଣ ଦ୍ୱିତୀୟ ଶ୍ରେଣୀ ଓ ୯୬ ଜଣ ତୃତୀୟ ଶ୍ରେଣୀ ରେ ଉତ୍ତୀର୍ଣ୍ଣ ହୋଇଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri