ଦିଲ୍ଲୀ କ୍ରାଇମ-୨ ପରେ କୌଶଲ ଓଜାଙ୍କ ଫିଲ୍ମରେ ଆସିବେ ନଜର

‘ଦିଲ୍ଲୀ କ୍ରାଇମ-୨’ ପରେ ଏବେ ଅଭିନେତ୍ରୀ ରସିକା ଦୁଗଲ ନିର୍ଦ୍ଦେଶକ କୌଶଲ ଓଜାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଲିଟିଲ ଥୋମାସ’ରେ ସେ ନଜର ଆସିବେ। ଫିଲ୍ମଟି ଡ୍ରାମା-କମେଡି ଉପରେ ଆଧାରିତ। ଏହା ପୂର୍ବରୁ ମଧ୍ୟ ଏକ କ୍ଷୁଦ୍ର ଫିଲ୍ମ ‘ଦ ମିନିଏଚରିଷ୍ଟ ଅଫ ଜୁନାଗଡରେ ରସିକା ଓ କୌଶଲ ଏକସଙ୍ଗେ କାମ କରିଥିଲେ । ତେବେ ଫିଲ୍ମର ପ୍ରଡକ୍ସନ କାମ ନିକଟରେ ଆରମ୍ଭ ହୋଇଯାଇଥିବା ବେଳେ ମୁମ୍ବାଇ ଓ ଗୋଆରେ ଫିଲ୍ମ ଶୁଟିଂ ହେବ। ଅନ୍ୟପଟେ, ରୁଚିକାଙ୍କ ହାତରେ ଆଉ କେତେକ ଅପକମିଙ୍ଗ୍‌ ପୋଜେକ୍ଟ ଅଛି। କୁହାଯାଉଛି, ‘ମିର୍ଜାପୁର-୩’, ‘ଅଧୁରା’, ‘ସ୍ପାଇକ’ରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri