ଦିଲ୍ଲୀ କ୍ରାଇମ-୨ ପରେ କୌଶଲ ଓଜାଙ୍କ ଫିଲ୍ମରେ ଆସିବେ ନଜର

‘ଦିଲ୍ଲୀ କ୍ରାଇମ-୨’ ପରେ ଏବେ ଅଭିନେତ୍ରୀ ରସିକା ଦୁଗଲ ନିର୍ଦ୍ଦେଶକ କୌଶଲ ଓଜାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଲିଟିଲ ଥୋମାସ’ରେ ସେ ନଜର ଆସିବେ। ଫିଲ୍ମଟି ଡ୍ରାମା-କମେଡି ଉପରେ ଆଧାରିତ। ଏହା ପୂର୍ବରୁ ମଧ୍ୟ ଏକ କ୍ଷୁଦ୍ର ଫିଲ୍ମ ‘ଦ ମିନିଏଚରିଷ୍ଟ ଅଫ ଜୁନାଗଡରେ ରସିକା ଓ କୌଶଲ ଏକସଙ୍ଗେ କାମ କରିଥିଲେ । ତେବେ ଫିଲ୍ମର ପ୍ରଡକ୍ସନ କାମ ନିକଟରେ ଆରମ୍ଭ ହୋଇଯାଇଥିବା ବେଳେ ମୁମ୍ବାଇ ଓ ଗୋଆରେ ଫିଲ୍ମ ଶୁଟିଂ ହେବ। ଅନ୍ୟପଟେ, ରୁଚିକାଙ୍କ ହାତରେ ଆଉ କେତେକ ଅପକମିଙ୍ଗ୍‌ ପୋଜେକ୍ଟ ଅଛି। କୁହାଯାଉଛି, ‘ମିର୍ଜାପୁର-୩’, ‘ଅଧୁରା’, ‘ସ୍ପାଇକ’ରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ‘ସୂର୍ଯ୍ୟବଂଶୀ’କୁ ନେଇ ବଢୁଛି କ୍ରେଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ଅଭିନେତ୍ରୀ କାଟ୍ରିନା କୈଫଙ୍କ ଯୋଡିକୁ ବେଶ୍‌ ପସନ୍ଦ କରନ୍ତି ଦର୍ଶକ। ପୁଣି ଥରେ ଏହି ଯୋଡିଙ୍କୁ ଦେଖିବାକୁ...

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...

ଭିଡ ସ୍ଥାନ ଦେଖି ଏହି ବିଶ୍ୱସୁନ୍ଦରୀଙ୍କୁ ଦୁର୍ବ୍ୟବହାର କରିଥିଲେ ୧୫ ବର୍ଷର ନାବାଳକ, ଧରିନେବାପରେ…

ବମ୍ବେ: ଭାରତର ପ୍ରଥମ ବିଶ୍ୱସୁନ୍ଦରୀ ହେଉଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ। ମାତ୍ର ଅଠର ବର୍ଷ ବୟସରେ ଏହି ସୁନ୍ଦରୀ ପ୍ରତିଯୋଗିତା ଜିତି ଦେଶ ପାଇଁ ଗୌରବ...

ଅପପ୍ରଚାର କରନାହିଁ: କରୀନା

ମୁମ୍ବାଇ: ଆମିର ଖାନ୍‌ ଓ କରୀନା କପୁର ଖାନ୍‌ ଅଭିନୀତ ‘ଲାଲ୍‌ ସିଂ ଚଢ଼ା’କୁ ନେଇ ବିବାଦ ଥମୁ ନ ଥିବାବେଳେ ଫିଲ୍ମଟି ପ୍ରେକ୍ଷାଳୟକୁ ଓହ୍ଲାଇଛି।...

ଅଭିନେତ୍ରୀଙ୍କୁ ବନ୍ଧୁକ ମୁନରେ ଲୁଟିଲେ

ନୂଆଦିଲ୍ଲୀ, ୧୫।୯: ଅଭିନେତ୍ରୀ ନିକିତା ରାଓ୍ବାଲଙ୍କୁ କିଛି ଦୁର୍ବୃତ୍ତ ବନ୍ଧୁକ ମୁନରେ ଲୁଟିଛନ୍ତି। ନିକିତା ତାଙ୍କ ମାଉସୀଙ୍କ ଘରେ ଏକା ଥିବା ବେଳେ କିଛି ଦୁର୍ବୃତ୍ତ...

ଚରିତ୍ର ଲାଗି ଲଣ୍ଡା

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢ଼ାଳିବା ପାଇଁ କିଛି ବି କରିପାରେ। ଏପରି ଅନେକ ଦୃଷ୍ଟାନ୍ତ ବଲିଉଡ୍‌ରେ ଦେଖିବାକୁ ମିଳିଛି। ଅନେକ ଅଭିନେତ୍ରୀ ନିଜର ଚରିତ୍ର...

ଶାର୍ଦ୍ଦୁଳଙ୍କ ପ୍ରେମରେ ନେହା, ଖୁବ୍‌ଶୀଘ୍ର କରିପାରନ୍ତି ବିବାହ

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ କରିପାରନ୍ତି ବଲିଉଡ୍‌ ଅଭିନେତ୍ରୀ ନେହା ପେଡନସେ। ପ୍ରେମିକ ଶାର୍ଦ୍ଦୁଳ ସିଂଙ୍କୁ ସେ ନିର୍ବନ୍ଧ କରିଥିବା ଖବର ପ୍ରଚାରିତ ହେବା ପରେ ଏବେ...

‘ପୁଷ୍ପା-୨’ ପାଇଁ ଅଲୁ ଅର୍ଜୁନ ନେବେ ଏତିକି ଟଙ୍କା ଫି’

ଫିଲ୍ମ ‘ପୁଷ୍ପା-ଦ ରାଇଜ୍‌’ର ଜବରଦସ୍ତ ସଫଳତା ପରେ ଏବେ ଏହାର ଦ୍ୱିତୀୟ ଭାଗ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦର୍ଶକ ମଧ୍ୟ ପୁଷ୍ପା ୨କୁ ଉତ୍ସୁକତାର...

Advertisement
Archives

Model This Week