ଯଦି ସନ୍ତୋଷ ଭୁଲ କରିନାହାନ୍ତି କାହିଁକି ସେ ସାମ୍ନାକୁ ଆସୁନାହାନ୍ତି’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ସାଙ୍ଗ ଓ ସାଥୀ କଳାକାର । ରଶ୍ମିଙ୍କ ସାଥୀ କଳାକାର ଡାନି କହିଛନ୍ତି, ରଶ୍ମି ଖୁବ ଭଲ ପିଲା ଥିଲେ। ତାଙ୍କ ମୃତ୍ୟୁ ହୋଇଯାଇଥିବା ସହଜରେ ବିଶ୍ବାସ କରିହେଉ ନାହିଁ। ରଶ୍ମି ଖୁବ ଭଲ ଅଭିନୟ କରୁଥିଲେ । ତାଙ୍କର କ୍ୟାରିୟର ଓ ପରିବାରକୁ ନେଇ ସେ ଖୁବ ଖୁସି ଥିଲେ । ହଠାତ୍‌ ତାଙ୍କ ଆତ୍ମହତ୍ୟାକୁ ଗ୍ରହଣ କରିହେଉନି ବୋଲି ସେ କହିଛନ୍ତି । ଏହାସହ ତାଙ୍କ ସ୍ବାମୀ ସନ୍ତୋଷ ପାତ୍ରଙ୍କ ସହ ଝଗଡ଼ା ହୋଇଥିଲା। ଯଦି ସନ୍ତୋଷ କିଛି ଭୁଲ କରିନାହାନ୍ତି ତେବେ ସେ କାହିଁକି ସାମ୍ନାକୁ ଆସୁନାହାନ୍ତି ବୋଲି ଡାନି ପ୍ରଶ୍ନ କରିଛନ୍ତି ?


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ୨୭ ମେଡିକାଲ ଅଫିସର

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାର ୨୭ ଜଣ ମେଡିକାଲ ଅଫିସରଙ୍କୁ ପଦୋନ୍ନତି ଓ ବଦଳି କରିଛନ୍ତି। ଏ ନେଇ ଶନିବାର ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ...

ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ...

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ...

ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ:ବିଶ୍ୱରେ ୪୦% ସାମୁଦ୍ରିକ ବନ୍ୟପ୍ରାଣୀ କ୍ଷତିଗ୍ରସ୍ତ

ଭୁବନେଶ୍ୱର, ୪ା୯(ବ୍ୟୁରୋ):ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୪କୁ ବନ୍ୟପାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପାଳନ କରାଯାଉଛି। ଏଥର ଏହି ଦିବସ ଥିମ୍‌...

ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍‌

ସୁନ୍ଦରଗଡ଼,୨୭।୧୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍‌ ତଥା...

ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ...

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ୩ ଶିକ୍ଷକ ନିଲମ୍ବିତ

ଦେବଗଡ଼,୧୧।୪ ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଗତ ୯ ତାରିଖରେ ଅନୁଷ୍ଠିତ ଓଟିଇଟି (ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ପ୍ରଶ୍ନପତ୍ର...

Advertisement
Archives

Model This Week