ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ

ବୁଗୁଡ଼ା,୩୦ା୬(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର ବିରଞ୍ଚତ୍ପୁର ମୁଖ୍ୟରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ପ୍ରାୟ ୪ ଘଣ୍ଟା କାଳ ରାସ୍ତାରୋକ ଯୋଗୁ ଯାତ୍ରୀ ନାହିଁ ନ ଥିବା ହୀନସ୍ତା ହୋଇଥିଲେ। ଅନ୍ୟ ପଞ୍ଚାୟତରେ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ବିରଞ୍ଚତ୍ପୁରରେ କାହିଁକି ମିଳୁନାହିଁ ବୋଲି ଦାବି କରିଥିଲେ।

ସାତଦିନ ତଳେ ସମାନ ଦାବି ନେଇ ପ୍ରବାସୀମାନେ ଏହି ରାସ୍ତା ଅବରୋଧ କରିଥିବାବେଳେ ତହସିଲଦାର ପହଞ୍ଚତ୍ ୭ ଦିନ ମଧ୍ୟରେ ଅର୍ଥ ପ୍ରଦାନ ପ୍ରତିଶ୍ରୁତି ଦେଇଥିଲେ। ନିର୍ଦ୍ଧାରିତ ସମୟ ପରେ ପୁଣି ମଙ୍ଗଳବାର ପ୍ରବାସୀମାନେ ଆନ୍ଦୋଳନ କରିଥିଲେ। ବିଡିଓ ତନ୍ମୟ ପାତ୍ର ପହଞ୍ଚତ୍ ଅର୍ଥ ପ୍ରଦାନ ବ୍ୟବସ୍ଥା କରିବାରୁ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri