ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ

ବୁଗୁଡ଼ା,୩୦ା୬(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର ବିରଞ୍ଚତ୍ପୁର ମୁଖ୍ୟରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ପ୍ରାୟ ୪ ଘଣ୍ଟା କାଳ ରାସ୍ତାରୋକ ଯୋଗୁ ଯାତ୍ରୀ ନାହିଁ ନ ଥିବା ହୀନସ୍ତା ହୋଇଥିଲେ। ଅନ୍ୟ ପଞ୍ଚାୟତରେ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ବିରଞ୍ଚତ୍ପୁରରେ କାହିଁକି ମିଳୁନାହିଁ ବୋଲି ଦାବି କରିଥିଲେ।

ସାତଦିନ ତଳେ ସମାନ ଦାବି ନେଇ ପ୍ରବାସୀମାନେ ଏହି ରାସ୍ତା ଅବରୋଧ କରିଥିବାବେଳେ ତହସିଲଦାର ପହଞ୍ଚତ୍ ୭ ଦିନ ମଧ୍ୟରେ ଅର୍ଥ ପ୍ରଦାନ ପ୍ରତିଶ୍ରୁତି ଦେଇଥିଲେ। ନିର୍ଦ୍ଧାରିତ ସମୟ ପରେ ପୁଣି ମଙ୍ଗଳବାର ପ୍ରବାସୀମାନେ ଆନ୍ଦୋଳନ କରିଥିଲେ। ବିଡିଓ ତନ୍ମୟ ପାତ୍ର ପହଞ୍ଚତ୍ ଅର୍ଥ ପ୍ରଦାନ ବ୍ୟବସ୍ଥା କରିବାରୁ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ...

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଣିକି କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ସମ୍ବଲପୁର ନ ଯାଇ ଜିଲାରେ ଉଚ୍ଚ ଶିକ୍ଷା...

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳା ମୃତ

ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.):  ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍‌ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି।...

ପୁଣି ଜୋର୍‌ ଧରିଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ...

ଫୁଲବାଣୀ ବ୍ଲକ କଲୋନୀରେ ଜବରଦଖଲ ଉଚ୍ଛେଦ

ଫୁଲବାଣୀ ଅଫିସ, ୨୨ା୧୨- ଫୁଲବାଣୀ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କଲୋନୀରେ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ନିଜ ଜିନିଷପତ୍ର ନେଇ ଯିବା ପାଇଁ ବିଡିଓ...

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ...

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା...

Coronavirus Update

Archives

Model This Week

Why Dharitri