ଆକାଶରୁ ମୂଷା ବର୍ଷା: ଭିଡ଼ିଓ ଭାଇରାଲ…

ମେଲବୋର୍ନ,୧୩।୫: ଏବେ ସୋସିଆଲ୍‌ ମିଡ଼ିଆରେ ଆକାଶରୁ ମୂଷା ବର୍ଷା ହେଉଥିବାର ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଅଷ୍ଟ୍ରେଲିଆର। ଏକ ଖାଦ୍ୟଶସ୍ୟ ଗୋଦାମ ସଫା ସମୟରେ ଏଭଳି ଘଟିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଗୋଦାମରେ ଥିବା ପମ୍ପ୍‌ ଭିତରୁ ମୂଷା ଗୁଡ଼ିକ ତଳେ ଖସି ପଡୁଥିବାର ୪୫ ସେକେଣ୍ଡର ଏହି ଭିଡ଼ିଓରେ ଦେଖାଯାଉଛି। ଆକାଶରୁ ମୂଷା ବର୍ଷା ହେଉଛି ବୋଲି ଭିଡ଼ିଓରେ କୁହାଯାଉଛି। ଅଷ୍ଟ୍ରେଲିଆରେ ଅତ୍ୟଧିକ ମୂଷା ଥିବାରୁ ଚାଷୀଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି ହୋଇଥାଏ। ମୂଷାଙ୍କ ଯୋଗୁ ବହୁ ପରିମାଣର ଖାଦ୍ୟଶସ୍ୟ ନଷ୍ଟ ହୋଇଥାଏ। ଗଣମାଧ୍ୟମ ପ୍ରତିନିଧି ଲୁସି ଠାକ୍‌ରାୟ ଏହି ଭିଡ଼ିଓକୁ ନିଜ ଟୁଇଟର ହ୍ୟାଣ୍ଡେଲରେ ଅପ୍‌ଲୋଡ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓରେ ଯୋଗଦେବ ଆମେରିକା

ଓ୍ବାଶିଂଟନ, ୨୧।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ରେ ଆମେରିକା ପୁନର୍ବାର ଯୋଗଦେବ ବୋଲି ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ଚାଇନା ଯେପରି ନିୟମ ଅନୁଯାୟୀ...

କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ...

ଅଶାନ୍ତ କାବୁଲ ବିମାନ ବନ୍ଦର: ୭ ଆଫଗାନୀ ମୃତ

କାବୁଲ,୨୨ ।୮: ଆଫଗାନୀସ୍ତାନ ଉପରେ ତାଲିବାନ କବଜା କରିବା ପରଠାରୁ ସେଠାରେ ପରିସ୍ଥିତି ଅଶାନ୍ତ ହୋଇ ପଡିଛି । ସବୁଠି ଭୟ ଆଉ ଭୟ ।...

କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍‌ ଅପରେଶନ୍‌ରେ ପର୍ଦ୍ଦାଫାଶ୍‌

ହାଇଦ୍ରାବାଦ୍‌, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ...

ବିକ୍ରି ହେବ ଭୂତ ଗାଁ, ଦାମ୍‌ ଜାଣିଲେ…

ଦୁନିଆରେ ଏପରି ଅନେକ ସ୍ଥାନ ଅଛି, ଯାହାର ରହସ୍ୟ ବୁଝିବା ବହୁତ କଷ୍ଟକର। କିଛି କଥା ଏହି ସ୍ଥାନଗୁଡ଼ିକୁ ଏତେ ଭୟଭୀତ କରିଦିଏ ଯେ, ଯାହା...

୨୦୨୭ ସୁଦ୍ଧା ତାଇଓ୍ବାନକୁ ଦଖଲ କରିବା ଚାଇନାର ଲକ୍ଷ୍ୟ…

ବେଜିଂ, ୧୭।୯ : ନିକଟରେ ଚାଇନ ଏବଂ ତାଇୱାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଥିଲା। ପରିସ୍ଥିତି ଯୁଦ୍ଧରେ ପହଞ୍ଚିଥିଲା କିନ୍ତୁ ଉଭୟ ପକ୍ଷ ନିଜର...

ସାପ ପାଟିରୁ ବାହାରୁଛି କୁକୁଡ଼ା ଅଣ୍ଡା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ମହାସାଗରରେ ତାତି ସଙ୍କଟ : ଭାଙ୍ଗୁଛି ସମସ୍ତ ପୁରୁଣା ରେକର୍ଡ…

ଓ୍ବାଶିଂଟନ,୧୧।୧ : ୨୦୨୨ ମସିହାରେ ପୃଥିବୀର ମହାସାଗର ସବୁଠୁ ଉଷ୍ମ ଥିଲା। ଏହା ମାନବ ଦ୍ୱାରା ନିର୍ଗତ ହେଉଥିବା ଗ୍ୟାସ ପୃଥିବୀର ଜଳବାୟୁରେ ଗଭୀର ଏବଂ...

Advertisement
Archives

Model This Week