Posted inଜାତୀୟ

୮୬ ବର୍ଷ ବୟସରେ ରତନ ଟାଟାଙ୍କ ପରଲୋକ

ମୁମ୍ବାଇ,୯ା୧୦: ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ଖବର ଆସିଥିଲା। କିଛି ଘଣ୍ଟା ପରେ ସେ ପୃଥିବୀରୁ ବିଦାୟ ନେବାର ଖବର ଆସିଛି। ରତନ ଟାଟାଙ୍କ ବିୟୋଗ ଦେଶ ପାଇଁ ଏକ ବଡ କ୍ଷତି। ତେବେ ଦେଶ ତାଙ୍କୁ କେବେବି ଭୁଲି ପାରିବ ନାହିଁ। ସେ ଦେଶ ପାଇଁ ଅନେକ ମହତ୍ କାର୍ଯ୍ୟ କରିଥିଲେ।

ଟାଟା ଗ୍ରୁପକୁ ଏତେ ଉଚ୍ଚତାକୁ ନେବାରେ ରତନ ଟାଟା ସବୁଠାରୁ ବଡ ଭୂମିକା ଗ୍ରହଣ କରିଥିଲେ। ସେ ଦେଶ ତଥା ସାଧାରଣ ଲୋକଙ୍କ ପାଇଁ ଏପରି ଅନେକ କାର୍ଯ୍ୟ କରିଥିଲେ, ଯାହା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ। ରତନ ଟାଟା ଜଣେ ଉଦାର ବ୍ୟକ୍ତି ଥିଲେ ଏବଂ ଅସୁବିଧା ସମୟରେ ଦେଶକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍

ନୂଆଦିଲ୍ଲୀ,୧୩।୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ସକାଳ ଦିଲ୍ଲୀରେ କୁହୁଡ଼ି ସହିତ ଆରମ୍ଭ ହୋଇଥିଲା। ରାଜଧାନୀର...

ଭାରତରେ ୨,୦୦୦ ହଳ କୋହ୍ଲାପୁରୀ ଜୋତା ତିଆରି କରିବ ପ୍ରାଦା

ମୁମ୍ବାଇ/ମିଲନ,୧୩ା୧୨: ଭାରତର ପାରମ୍ପରିକ ଜୋତା ଦ୍ୱାରା ଅନୁପ୍ରାଣିତ ହୋଇ ଇଟାଲୀୟ କମ୍ପାନୀ ପ୍ରାଦା ଭାରତୀୟ କାରିଗରମାନଙ୍କ ସହ ଏକାଠି ୨,୦୦୦ ହଳ କୋହ୍ଲାପୁରୀ ଚପଲ ତିଆରି...

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର! ଭାରତରେ ଲଞ୍ଚ ହେଲା ଔଷଧ, ଦାମ୍…

ନୂଆଦିଲ୍ଲୀ,୧୩।୧୨: ବର୍ତ୍ତମାନ ସମୟରେ ଡାଇବେଟିସ ଏକ ମୁଣ୍ଡବ୍ୟଥା କାରଣ ସାଜିଛି । ସବୁ ବୟସର ଲୋକେ ଏହି ରୋଗରେ ପୀଡିତ ହେଉଛନ୍ତି । ହେଲେ ଏହାରି...

ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି, ମମତା ବାନାର୍ଜୀ-ଶାହାରୁଖଙ୍କୁ କରିବେ ସାକ୍ଷାତ

ନୂଆଦିଲ୍ଲୀ,୧୩।୧୨: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି। ତିନି ଦିନିଆ ଗସ୍ତରେ ଭାରତ ଗସ୍ତରେ ଲିଓନେଲ ମେସି। କୋଲକାତା ବିମାନବନ୍ଦରରେ ମେସିଙ୍କୁ ଭବ୍ୟ ସ୍ବାଗତ...

ହୃଦୟ ବିଦାରକ ଘଟଣା, ଜୀବନ ହାରିଲେ ମାଆ ଓ ଦୁଇ ପୁଅ

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀର କାଲକାଜି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଜବତ କରାଯାଇଛି । ମୃତକଙ୍କ...

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ...

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ...

ଜନଗଣନା କରିବାକୁ ଆସୁଥିବା ୩୦ଲକ୍ଷ କର୍ମଚାରୀଙ୍କୁ କେନ୍ଦ୍ର ସରକାର ଅଲଗା ଦରମା ଦେବେ କି? ସତ ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:ଆଗାମୀ 2027 ଜନଗଣନା ପାଇଁ କେନ୍ଦ୍ର କ୍ୟାବିନେଟ 11,718 କୋଟିର ବଜେଟକୁ ଅନୁମୋଦନ କରିଛି। ଏଥିରେ ଉଲ୍ଲେଖନୀୟ ଯେ ଏହା ଭାରତର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri