Posted inଜାତୀୟ

ପାର୍ସି ଧର୍ମର ଥିଲେ, ହେଲେ ସବୁ ଧର୍ମର ପୂଜକଙ୍କ ଉପସ୍ଥିତିରେ କରାହେଲା ରତନ ଟାଟାଙ୍କ ଶେଷକୃତ୍ୟ; Video

ମୁମ୍ବାଇ,୧୧।୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ପରଲୋକ ଘଟିଛି। ଏହାକୁ ନେଇ ସାରା ଭାରତରେ ଶୋକର ଛାୟା ଖେଳିଯାଇଛି। ଦେଶବାସୀ ଏହି କ୍ଷତିକୁ ବ୍ୟକ୍ତିଗତ ବୋଲି ମତ ରଖୁଛନ୍ତି। ଏପରିକି ସେ ନିଜର ଶେଷ ସମୟରେ ‘ଏକତାର ବାର୍ତ୍ତା’ ଦେଇଥିବା ଅନେକେ କହୁଛନ୍ତି।

ଗୁରୁବାର ରତନ ଟାଟାଙ୍କ ଅନ୍ତିମ ସତ୍କାର କରାଯିବା ପୂର୍ବରୁ ଏକ ପ୍ରାର୍ଥନା ସଭା ରଖାଯାଇଥିଲା। ସେଠାରେ ପାର୍ସି, ମୁସଲମାନ,ଖ୍ରିଷ୍ଟିଆନ୍‌, ଶିଖ୍‌ ଏବଂ ହିନ୍ଦୁ ଧର୍ମାବଲମ୍ବି ପୂଜକମାନେ ଉପସ୍ଥିତ ଥିଲେ। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖି ଶିଳ୍ପପତିଙ୍କୁ ‘ଭାରତର ପ୍ରକୃତ ରତ୍ନ’ ବୋଲି କୁହାଯାଉଛି।

 

View this post on Instagram

 

A post shared by Instant Bollywood (@instantbollywood)

ତେବେ ଓ୍ବର୍ଲିରେ ଥିବା ପାର୍ସି ଶ୍ମଶାନଘାଟକୁ ରତନ ଟାଟାଙ୍କ ମରଶରୀର ନିଆଯାଇଥିଲା। ସେଠାରେ ଥିବା ପ୍ରାର୍ଥନା ଗୃହରେ ୪୫ ମିନିଟ ଧରି ଏହାକୁ ରଖାଯାଇଥିଲା। ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

 

View this post on Instagram

 

A post shared by F I L M Y G Y A N (@filmygyan)


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri