Posted inଜାତୀୟ

ପାର୍ସି ଧର୍ମର ଥିଲେ, ହେଲେ ସବୁ ଧର୍ମର ପୂଜକଙ୍କ ଉପସ୍ଥିତିରେ କରାହେଲା ରତନ ଟାଟାଙ୍କ ଶେଷକୃତ୍ୟ; Video

ମୁମ୍ବାଇ,୧୧।୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ପରଲୋକ ଘଟିଛି। ଏହାକୁ ନେଇ ସାରା ଭାରତରେ ଶୋକର ଛାୟା ଖେଳିଯାଇଛି। ଦେଶବାସୀ ଏହି କ୍ଷତିକୁ ବ୍ୟକ୍ତିଗତ ବୋଲି ମତ ରଖୁଛନ୍ତି। ଏପରିକି ସେ ନିଜର ଶେଷ ସମୟରେ ‘ଏକତାର ବାର୍ତ୍ତା’ ଦେଇଥିବା ଅନେକେ କହୁଛନ୍ତି।

ଗୁରୁବାର ରତନ ଟାଟାଙ୍କ ଅନ୍ତିମ ସତ୍କାର କରାଯିବା ପୂର୍ବରୁ ଏକ ପ୍ରାର୍ଥନା ସଭା ରଖାଯାଇଥିଲା। ସେଠାରେ ପାର୍ସି, ମୁସଲମାନ,ଖ୍ରିଷ୍ଟିଆନ୍‌, ଶିଖ୍‌ ଏବଂ ହିନ୍ଦୁ ଧର୍ମାବଲମ୍ବି ପୂଜକମାନେ ଉପସ୍ଥିତ ଥିଲେ। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖି ଶିଳ୍ପପତିଙ୍କୁ ‘ଭାରତର ପ୍ରକୃତ ରତ୍ନ’ ବୋଲି କୁହାଯାଉଛି।

 

View this post on Instagram

 

A post shared by Instant Bollywood (@instantbollywood)

ତେବେ ଓ୍ବର୍ଲିରେ ଥିବା ପାର୍ସି ଶ୍ମଶାନଘାଟକୁ ରତନ ଟାଟାଙ୍କ ମରଶରୀର ନିଆଯାଇଥିଲା। ସେଠାରେ ଥିବା ପ୍ରାର୍ଥନା ଗୃହରେ ୪୫ ମିନିଟ ଧରି ଏହାକୁ ରଖାଯାଇଥିଲା। ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

 

View this post on Instagram

 

A post shared by F I L M Y G Y A N (@filmygyan)


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri