ବ୍ରିଟେନରେ ସବୁଠାରୁ ବଡ ନିବେଶ କରିବେ ରତନ ଟାଟା

ନୂଆଦିଲ୍ଲୀ,୧୫।୯: ଭାରତର ବଡ ବ୍ୟବସାୟୀ ଓ କୋଟିପତିଙ୍କ ମଧ୍ୟରେ ଅନ୍ୟତମ ରତନ ଟାଟା ବ୍ରିଟେନରେ ଏକ ବଡ ପୁଞ୍ଜି ନିବେଶ କରିବାକୁ ଯାଉଛି। ଟାଟା ଷ୍ଟିଲ ଓ ବ୍ରିଟିଶ ସରକାର ମଧ୍ୟରେ ଏହି ଆର୍ଥିକ ପ୍ୟାକେଜକୁ ନେଇ ଚୁକ୍ତି ହୋଇଛି। ଶୁକ୍ରବାର ଟାଟା ଷ୍ଟିଲ ବ୍ରିଟେନ ସରକାରଙ୍କ ସହ ୱେଲ୍ସର ପୋର୍ଟ ତାଲବୋଟ ଷ୍ଟିଲ ପ୍ଲାଣ୍ଟରେ ଏକ ବୃହତ ପୁଞ୍ଜି ନିବେଶ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ସ୍ବାକ୍ଷର କରିଛି। ଏହି ଚୁକ୍ତିନାମା ଅନୁଯାୟୀ ବ୍ରିଟେନ ସରକାର ଟାଟା ଷ୍ଟିଲକୁ ସବସିଡି ପ୍ରଦାନ କରିବେ। ଏହି ପ୍ରକଳ୍ପରେ ୧.୨୫ ବିଲିୟନ ପାଉଣ୍ଡର ମିଳିତ ନିବେଶ ପାଇଁ ଯୋଜନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?