Posted inଜାତୀୟ

ରତନ ଟାଟାଙ୍କ କାର୍‌କୁ ଜରିମାନା

ମୁମ୍ବାଇ, ୭ା୧: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଟାଟା ସନ୍‌ସ ଚେୟାରମ୍ୟାନ ରତନ ଟାଟାଙ୍କ ନିକଟକୁ ଇ-ଚାଲାଣ ପଠାଇଛି। ରତନ ଟାଟା ଏଭଳି ନିୟମ ଭାଙ୍ଗିବା ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଯାଞ୍ଚ ପରେ ପ୍ରକୃତ ଘଟଣା ସାମ୍‌ନାକୁ ଆସିଛି। ତଦନ୍ତରୁ ଜଣାପଡିଛି, ଜଣେ ମହିଳା ତାଙ୍କ କାର୍‌ରେ ରତନ ଟାଟାଙ୍କ ଗାଡ଼ି ନମ୍ବର ପ୍ଲେଟ ଲଗାଇଥିଲେ। ମୁମ୍ବାଇ ରାସ୍ତାରେ ଟ୍ରାଫିକ ନିୟମ ଭାଙ୍ଗିବା ଯୋଗୁ ଉକ୍ତ ନମ୍ବରରେ ପଞ୍ଜୀକରଣ ହୋଇଥିବା ଠିକଣାରେ ପୋଲିସ ଇ-ଚାଲାଣ ପଠାଇଥିଲା। ସିସିଟିଭି କ୍ୟାମେରା ଯାଞ୍ଚ ପରେ କାର୍‌ଟିକୁ ଜଣେ ମହିଳା ଚଲାଉଥିବା ଜଣାପଡିଥିଲା। ପୋଲିସ ସମ୍ପୃକ୍ତା ମହିଳାଙ୍କୁ ପଚରାଉଚରା କରିଥିଲା। ମହିଳାଙ୍କ କହିବା ଅନୁଯାୟୀ, ଜଣେ ଜ୍ୟୋତିଷ ତାଙ୍କୁ ଏକ ସ୍ବତନ୍ତ୍ର ନମ୍ବର ଥିବା ଗାଡ଼ି ଚଲାଇଲେ ଶୁଭ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri