Posted inଜାତୀୟ

ଜଳିଗଲା ରଥ: ୬ ଶ୍ରଦ୍ଧାଳୁ ମୃତ, ୧୫ ଆହତ

ଅଗରତାଲା,୨୮ା୬: ବୁଧବାର ସନ୍ଧ୍ୟାରେ ତ୍ରିପୁରାର ଉନାକୋଟି ଜିଲାରେ ଏକ ବଡ଼ ଅଘଟଣ ଘଟିଛି। ରଥଟଣା ଚାଲିଥିବା ବେଳେ ରଥଟି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଯିବାରୁ ରଥ ଜଳି ଯାଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଗରତାଲା ସରକାରୀ ମେଡିକାଲ କଲେଜରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri