ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ

ପୁରୀ ଅଫିସ୍‌,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ ପ୍ରଭୁଙ୍କ ସେବକମାନେ ରଥ ନିକଟକୁ ନେଇଥିଲେ। ଭକ୍ତମାନେ ରାତି ୧୧ ପର୍ଯ୍ୟନ୍ତ ତିନିଠାକୁରଙ୍କ ସୁନାବେଶ ଦର୍ଶନ କରିପାରିବେ।
ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍‌ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟାପକ ବ୍ୟସ୍ଥା କରାଯାଇଛି। ତେବେ ସୁନାବେଶରେ ସେବାୟତମାନେ ରଥ ଉପରକୁ କ୍ୟାମେରା ନେବେ, କିନ୍ତୁ ଫଟୋ ଉଠାଇପାରିବେ ନାହିଁ। ଯଦି ଫଟୋ ଉଠାଇବେ ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri