ଆସୁଛି ରଥଯାତ୍ରା: ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ,୧୦।୬: ରଥଯାତ୍ରାକୁ ଆଉ ଅଳ୍ପ ଦିନ । ଏ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଏହିକ୍ରମରେ ଶନିବାର ଶ୍ରୀମନ୍ଦିର ସମ୍ମୁଖରେ ମକଡ୍ରିଲ ହୋଇଛି। ପୁରୀ ଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଏଥିରେ ସାମିଲ ହୋଇଛନ୍ତି।
ସୂଚନା ଅନୁଯାୟୀ, ଚଳିତ ବର୍ଷ ରଥଯାତ୍ରାରେ ସମୁଦାୟ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ।
ଏ ନେଇ ରାପିଡ ଆକ୍ସନ ଫୋର୍ସ ପକ୍ଷରୁ ମକ ଡ୍ରିଲ କରାଯାଇଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ଉପସ୍ଥିତିରେି ମକ ଡ୍ରିଲ ହୋଇଛି। ରାପିଡ ଆକ୍ସନ ଫୋର୍ସର ୩ କମ୍ପାନୀକୁ ନେଇ ଶ୍ରୀମନ୍ଦିର ସିଂହଦାର ସମ୍ମୁଖରେ ମକଡ୍ରିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?