ରଥଯାତ୍ରା ପ୍ରସ୍ତୁତି: ମୁତୟନ ହେବେ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୨୭।୬: ରଥଯାତ୍ରାକୁ ନେଇ ପୁରୀରେ ସୋମବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ ବୋଲି
ଡିଜିପି ସୁନୀଲ ବଂଶଲ ସୂଚନା ଦେଇଛନ୍ତି। ସେହିପରି ଟ୍ରାଫିକ ନିୟମ ପାଳନ କରିବାକୁ ପୁରୀ ତଥା ବାହାରୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଡିଜିପି ଅନୁରୋଧ କରିଛନ୍ତି। ଏହା ସହ ସମୁଦ୍ର ତଟ ସୁରକ୍ଷା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri