ରଥ ଯାତ୍ରା

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ…

5 years ago

ବାଟ କଢ଼ାଇଥିଲେ ଶ୍ରୀଜଗନ୍ନାଥ

ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥଠାରୁ ୫କିମି ଦୂର ଜାଗୁଳିପାଟଣାଠାରେ ରହିଛି ପ୍ରସିଦ୍ଧ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିର। ଏଠାରେ ତିନି ଠାକୁରଙ୍କ ପୂର୍ଣ୍ଣବିଗ୍ରହ ପୂଜା ପାଉଛନ୍ତି।…

5 years ago

ଅନନ୍ୟ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା-ଭୁବନେଶ୍ୱର ନଂ.୧୬ ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକ ପଞ୍ଚ ପାଇକ ପ୍ରତିମୂର୍ତ୍ତିଠାରୁ ୨୦୦ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ…

5 years ago

ପାବନକ୍ଷେତ୍ର ନୀଳଶୈଳ

ଯୋଗିନୀ ତନ୍ତ୍ରରେ କୁହାଗଲା, ପୁରୁଷୋତ୍ତମ କ୍ଷେତ୍ରରେ ନ ଥିଲେ ମଧ୍ୟ ଜଣେ ଦୂରରେ ରହି ଶ୍ରୀପୁରୁଷୋତ୍ତମଙ୍କ କୀର୍ତ୍ତନ କଲେ ‘ବିଷ୍ଣୁପୁର’ ଲାଭ କରିଥାଏ। ଦୂରରେ ରହି ଶ୍ରୀପୁରୁଷୋତ୍ତମଙ୍କ…

5 years ago

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ…

5 years ago

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ…

5 years ago

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।…

5 years ago

୨୮ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ବିଜେଡି ବିଧାୟକ ଦଳ ବୈଠକ ଆସନ୍ତା ୨୮ ତାରିଖ ଅପରାହ୍ନ ୫ଟା ୩୦ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ବୈଠକରେ ସମସ୍ତ…

6 years ago

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ…

6 years ago

ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ

ପୁରୀ ଅଫିସ,୨୪ା୬: ନବଦିନାତ୍ମକ ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧାବିଗ୍ରହ ଏବେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥାରୂଢ଼ ଅଛନ୍ତି। ବୁଧବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ ହୋଇଛି। ଗୋଟି…

6 years ago