ରଥ ଯାତ୍ରା

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ…

7 years ago

ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ…

7 years ago

ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ରହି…

7 years ago

ଯୁବକଙ୍କ ଗୋଡ଼ରେ ମାଡ଼ିଗଲା ରଥ ବ୍ରେକ୍‌

ବାରଙ୍ଗ,୧୩।୭(ଡି.ଏନ୍‌.ଏ.):ବାରଙ୍ଗ ଅଞ୍ଚଳରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଚାଲୁଥିବା ବେଳେ ରଘୁନାଥପୁର ଗ୍ରାମମୁଣ୍ଡରେ ଏକ ଅଘଟଣ ଦେଖିବାକୁ ମିଳିଛି। ନନ୍ଦନକାନନ ଛକସ୍ଥିତ ଜଗନ୍ନାଥ ମନ୍ଦିରରୁ ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତି…

7 years ago

ରାଜଧାନୀରେ ବାହୁଡ଼ାଯାତ୍ରା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ପୁରୀ ଶ୍ରୀମନ୍ଦିରର ରୀତିନୀତି ଅନୁଯାୟୀ ଶେଷ ହୋଇଛି ରାଜଧାନୀ ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା। ଆନନ୍ଦ ଉଲ୍ଲାସ ମଧ୍ୟରେ ଲକ୍ଷାଧିକ ଭକ୍ତ ଶ୍ରୀଜୀଉଙ୍କୁ ରଥରେ ବସାଇ…

7 years ago

ବୋଲଗଡ଼ ଓ କୃଷ୍ଣପ୍ରସାଦରେ ବାହୁଡ଼ା ଯାତ୍ରା

ବୋଲଗଡ଼,୧୩ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକରେ ଶୁକ୍ରବାର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ନନ୍ଦିଘୋଷ ଭବନସ୍ଥିତ ମାଉସୀ ମା’ ମନ୍ଦିରରୁ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ରଥକୁ ପହଣ୍ଡି…

7 years ago

ଖଣ୍ଡପଡ଼ାରେ ଶ୍ରୀଜୀଉମାନଙ୍କ ବାହୁଡ଼ା ଯାତ୍ରା

ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ଶୁକ୍ରବାର ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀ ଜୀଉମାନେ ରତ୍ନବେଦୀକୁ ବିଜେ କରିବା ନିମନ୍ତେ ବାହୁଡ଼ିଛନ୍ତି। ଏହି ଅବସରରେ ଖଣ୍ଡପଡ଼ା, ଭାପୁର, ଖଳିସାହି ଓ ମର୍ଦ୍ଦରାଜପୁରରେ…

7 years ago

ପାତାଳି ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା

ଉଲୁଣ୍ଡା, ୧୨ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଛି। ସକାଳ ୫ଟାରେ ଦ୍ୱାର ଫିଟା,…

7 years ago

ବଡଦାଣ୍ଡରେ ଆକର୍ଷଣ ସାଜିଲେ ବିଭିନ୍ନ ବେଶଧାରୀ

ପୁରୀ ଅଫିସ, ୧୨ା୭: ବାହୁଡା ଯାତ୍ରାରେ କାଳିଆ ସାଆନ୍ତ ଭାଇଭଉଣୀଙ୍କୁ ସାଙ୍ଗରେ ଘେନି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ପବିତ୍ର ଯାତ୍ରା ଲାଗି ଲୋକାରଣ୍ୟ ହୋଇଉଠିଥିଲା ବଡଦାଣ୍ଡ।…

7 years ago

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା…

7 years ago