ରଥ ଯାତ୍ରା

ମହାପ୍ରଭୁଙ୍କ ଲୋକଲୀଳାରୁ ମୁକ୍ତି

ସନାତନ ଧାରାରେ କୁହାଯାଇଛି- ‘ସା ବିଦ୍ୟା ଯା ବିମୁକ୍ତୟେ’। ଏହାର ଅର୍ଥ କ’ଣ? ତାହା ହେଉଛି ପ୍ରକୃତ ବିଦ୍ୟା ଯାହା ମଣିଷକୁ ମୁକ୍ତି କରେ। ମଣିଷ ଜନ୍ମ…

7 years ago

ସରିଲା ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ସାଆନ୍ତାଣୀ

ପୁରୀ ଅଫିସ, ୯।୭: ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ଲାଗୁଛି ଭକ୍ତଙ୍କ ଗହଳି। ଜନ୍ମବେଦିରେ ଲୀଳାଖେଳା କରୁଛନ୍ତି ଦାରୁବିଗ୍ରହ। ମହାପ୍ରଭୁଙ୍କ ମାନବୀୟ ଲୀଳାର…

7 years ago

ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ

ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ…

7 years ago

ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ : ମିଳିଲା ଆଡ଼ପ ଅବଢା, ରବିବାର ମହାପ୍ରଭୁଙ୍କ ବନକ ଲାଗି

ପୁରୀ ଅଫିସ, ୬ା୭: ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଶନିବାର ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା…

7 years ago

ଆଡ଼ପ ମଣ୍ଡପରେ ଦର୍ଶନ ଦେଲେ ଦାରୁଦିଅଁ

ପୁରୀ ଅଫିସ,୬।୭: ଆଡ଼ପ ମଣ୍ଡପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଶୁକ୍ରବାର ରାତିରେ ଜନ୍ମବେଦିକୁ ଧାଡ଼ି ପହଣ୍ଡିରେ ଯାତ୍ରା କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଶନିବାର ସକାଳ ୭ଟାରୁ ହଜାର…

7 years ago

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା…

7 years ago

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ…

7 years ago

ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ।…

7 years ago

ଜନ୍ମବେଦିରେ ପହଞ୍ଚିଲେ ଶ୍ରୀଜୀଉ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ନିକଟସ୍ଥ ଗୁରୁଜଙ୍ଗ, ମକୁନ୍ଦପ୍ରସାଦ, ଉଇଲକିଶନନଗର ଓ ଦଧିମାଛଗାଡିଆଠାରେ ରଥଯାତ୍ରା ଅନୁରୂପ ଭାବେ ଅନୁଷ୍ଠିତ ହୋଇଯାଇଛି। ଗୁରୁଜଙ୍ଗର ବିଶ୍ୱନାଥ ମନ୍ଦିରରୁ ଏକକ ଜଗନ୍ନାଥ ରଥାରୂଢ…

7 years ago

ରଥଯାତ୍ରା ପାଇଁ ଅର୍କକ୍ଷେତ୍ର ଉତ୍ସବମୁଖର

କୋଣାର୍କ, ୪।୭(ଡି.ଏନ୍‌.ଏ.)-ଅର୍କକ୍ଷେତ୍ର କୋଣାର୍କରେ ଘୋଷଯାତ୍ର ମହାସମାରୋହରେ ପାଳିତ ହୋଇଯାଇଛି। ଜଗନ୍ନାଥ ଟେମ୍ପୁଲ ଟ୍ରଷ୍ଟ ରାଜାରାମ ମଠ ପକ୍ଷରୁ ଆୟୋଜିତ ଘୋଷଯାତ୍ରା ନିମନ୍ତେ ଗୁରୁବାର ପ୍ରତ୍ୟୁଷରୁ ମହାପ୍ରଭୂଙ୍କର ନୀତି…

7 years ago