ରଥ ଯାତ୍ରା

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି…

2 years ago

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ…

2 years ago

ମହାପ୍ରଭୁଙ୍କ ପାଇଁ ୧୦ ବର୍ଷ ହେଲା ହନୁମାନ ସାଜୁଛି, ଛଳଛଳ ଆଖିରେ କହିଲେ ଏଥର କିନ୍ତୁ …

ପୁରୀ,୭।୭: ଆଜି ପବିତ୍ର ରଥଯାତ୍ରା। ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସୁଅଛୁଟଛି। ଅନ୍ୟପକ୍ଷେ ସାଲେପୁର ଅଞ୍ଚଳରୁ…

2 years ago

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା…

2 years ago

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି  ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି…

2 years ago

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ…

2 years ago

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ ସେଠାରୁ…

2 years ago

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା…

2 years ago

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି…

2 years ago

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…

2 years ago