ଆଜି ରଥକାଠ ଅନୁକୂଳ

ପୁରୀ ଅଫିସ,୨୩ ।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ରଥକାମ ଆରମ୍ଭ ହେବ ।
ସେହିପରି ରୌଦ୍ରତାପରୁ ଆଶ୍ବସ୍ତି ପାଇଁ ମହାପ୍ରଭୁ ନୌବିହାର କରିବେ । ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏଥିପାଇଁ ନରେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri