ରଥଖଳା ଚଳଚଞ୍ଚଳ, ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା ସେବାୟତମାନେ ଲାଗିପଡ଼ିଛନ୍ତି। ତିନି ରଥର ୪୨ଟି ତୁମ୍ଭ ମଧ୍ୟରୁ ୩୦ଟି ତୁମ୍ଭର ସାଲ କାର୍ଯ୍ୟ ସରିଲାଣି । ରଥ ନିର୍ମାଣର ୭ ଦିନରେ ତୁମ୍ଭରେ ସୁତା ବାଡ଼ିଆ ଯାଇ ବିନ୍ଧ କରାଯିବ । ପରେ ଅର ଏବଂ ପହି ଖଞ୍ଜା ଯାଇ ଚକ ପ୍ରସ୍ତୁତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟକୁ ମନ୍ଦିର ସହ ତୁଳନା କଲେ ପୀଡ଼ିତାଙ୍କ ମା’ ବାପା : ଏଭଳି ସବୁ ଦୋଷୀଙ୍କୁ ଫାଶୀ ମିଳୁ

ଅନୁଗୋଳ ଅଫିସ, ୨୭।୭ – ଅନୁଗୋଳ ସହର ଉପକଣ୍ଠରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟକୁ ସବୁ ମହଲରେ ସ୍ବାଗତ କରାଯାଇଛି।...

ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ...

ଅଞ୍ଚଳର ବିକାଶ ପାଇଁ କାମ କରିବି

କୋକସରା,୨୫।୩(ଡି.ଏନ.ଏ): କଳାହାଣ୍ଡି ଜଲା କୋକସରା ପଞ୍ଚାୟତ ସମିତିର ନବ ନିର୍ବାଚିତ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଏବଂ ଉପାଧ୍ୟକ୍ଷ ରାଜିବ ଅଗ୍ରୱାଲ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।...

ଚିଲିକା ଭିତରେ ଫସି ରହିଲେ ୨୦୦ରୁ ଅଧିକ ଯାତ୍ରୀ

କୃଷ୍ଣପ୍ରସାଦ,୧୬ା୪(ଡି.ଏନ୍‌.ଏ.): ଚିଲିକାରେ ୪୦ରୁ ୫୦ ମିନିଟ୍‌ ଧରି ଫସି ରହିଥିଲେ ୨୦୦ରୁ ଅଧିକ ଯାତ୍ରୀ। ପ୍ରଶାସନ ହସ୍ତକ୍ଷେପ କରିବା ପରେ ଡଙ୍ଗା କୂଳରେ ଲାଗିବାକୁ ଅନୁମତି...

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ...

ଚିତ୍ରରେ କରୋନା ସଚେତନତା ବାର୍ତ୍ତା

ଶେରଗଡ଼,୩ା୪(ଡି.ଏନ୍‌.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ...

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ।...

ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ...

Advertisement
Archives

Model This Week