ରଥଖଳା : ଆଜି ସିଙ୍ଗଡ଼ା ବାଡ଼ିଆ

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ ଯନ୍ତାଗାଡ଼ ଖୋଳା ହୋଇଛି । ଚର୍ଚ୍ଚିକା ଠାକୁରାଣୀଙ୍କ ସମ୍ମୁଖରେ ଭୋଇ ସେବକମାନେ ଯନ୍ତା ଗାଡ଼ ପ୍ରସ୍ତୁତ କରିଛନ୍ତି । ଆଜିଠୁ ସେଠାରେ ସିଙ୍ଗଡ଼ା ବାଡ଼ିଆ ଅନୁକୂଳ ହୋଇ ତୁମ୍ବରେ ଅର ଫିଟି ହେବ । ଶନିବାର ବିଶ୍ୱକର୍ମାମାନେ ଅରମୁଣ୍ଡି ଅନୁକୂଳ କରିଥିଲେ । ଅର କଟା ଅନୁକୁଳ କରି ତୁମ୍ବର ବିନ୍ଧରେ ଅର ସଂଯୁକ୍ତ ମଧ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?