ରଥଖଳା ଚଳଚଞ୍ଚଳ, ଚଉଦନାହାକା କାମ ଆରମ୍ଭ

ପୁରୀ ଅଫିସ,୨୯।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଖଳାରେ ଚଉଦନାହାକା କାମ ଆରମ୍ଭ ହୋଇଯାଇଛି । ବିଶ୍ୱକର୍ମାମାନେ ବାରିସିରେ ହାଣି ଏହି ଚଉଦଟି କାଠକୁ ପ୍ରସ୍ତୁତ କରୁଛନ୍ତି । ଦଣ୍ଡା ଉପରେ ଖଦିଓରା ପଡ଼ି , ଚଉଦନାହାକାର ସାଲ ସବୁକୁ ଖଦିଓରାର ବିନ୍ଧରେ ସ୍ଥାପନ କରାଯିବ । ଚାରିନାହାକା ଓ ଛଅ କାଠକୁ ଦୃଷ୍ଟିଦେଇ ଚଉଦନାହାକା ବୁଲିବ । ରଥରେ ଚଉଦନାହାକା ବୁଲିଲେ ପ୍ରଥମ ଭୂଇଁ ଟୁଙ୍ଗୁରା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri