ସାଢେ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ,୩୦।୬ : ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।

ନୀତି ର୍ନିଘଣ୍ଟ ଅନୁଯାୟୀ, ଶୁକ୍ରବାର ସକାଳ ୬ଟାରେ ମଙ୍ଗଳ ଆଳତୀ ହେବ। ଏହା ପରେ ୭ଟାରେ ଅବକାଶ ନୀତି, ୮ଟାରେ ସକାଳ ଧୂପ ନୀତି ହେବ। ଏହାପରେ ୯ଟାରେ ରଥ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳର୍ପଣ ହେବ। ୯ଟା ୩୦ରେ ପହଣ୍ଡି ହେବ। ୧୨ଟା ୩୦ରେ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହେବ। ଏହାପରେ ୧ଟା ୩୦ରେ ଚିତା ଲାଗି ହେବ। ୨ଟା ୩୦ରେ ଗଜପତି ଛେରା ପହଁରା କରିବେ। ୩ଟାରେ ଚାରମାଳ ଓ ଘୋ ଲାଗିବ। ୪ଟାରେ ରଥଟଣା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାନାନ୍ତର ହେବ ଜାରକା ମାଛ ମାର୍କେଟ

ଧର୍ମଶାଳା,୧୫।୪(ଡିଏନଏ): ଧର୍ମଶାଳା ବ୍ଲକ ଜାରକା ଗୋପବନ୍ଧୁ ଛକ ନିକଟରେ ଚାଲିଥିବା ନିତିଦିନିଆ ମାଛ ମାର୍କେଟ ସ୍ଥାନାନ୍ତର କରାଯିବାକୁ ପୋଲିସ ଓ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି କରାଯାଇଛି।...

ଦୁର୍ନୀତିର ଗନ୍ତାଘର ପାଲଟିଛି ଓସିସିଏଲ୍‌

ଯାଜପୁର ଅଫିସ,୧୯ା୧ : ଯାଜପୁର ଜିଲା ଦେଇ ପ୍ରବାହିତ ଖରସ୍ରୋତା ଓ ବୈତରଣୀରେ ଏକାଧିକ ବ୍ୟାରେଜ୍‌ ନିର୍ମାଣ କରୁଥିବା ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ୍‌)...

ଦୀର୍ଘ ବର୍ଷର ଦାବି ପରେ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁପଗାଁ ପଞ୍ଚାୟତ ଚିଲଡଙ୍ଗରି ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ...

ଦୁଇଦିନରେ ଦୁଇ ଶିଶୁ ସମେତ ୧୨ଜଣଙ୍କୁ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୨୧।୧୦: ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଣିଥରେ ଗତ ଦୁଇ ଦିନରେ ଦୁଇ ଶିଶୁ ସମେତ ୧୨ ଜଣଙ୍କ...

ଆଜିଠୁ ବଉଳା କୁମ୍ଭୀର ଗଣନା

ରାଜନଗର,୬ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ବୁଧବାର ବନ କର୍ମଚାରୀମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ...

ଲକ୍‌ଡାଉନରେ ନିଶାଦ୍ରବ୍ୟ ବିକ୍ରି: ସିଲ୍‌ ହେଲା ଦୋକାନ

ମାଲକାନଗିର,୧ା୫(ଡି.ଏନ୍‌.ଏ):ଲକ୍‌ଡାଉନ ସମୟରେ ପାନ, ତମାଖୁ ଓ ମଦ ବିକ୍ରି ବନ୍ଦ ରହିଛି। ସେହିପରି ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରିକୁ ସରକାର ପୂର୍ବରୁ ନିଷେଧ ଘୋଷଣା କରିଛନ୍ତି।...

୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ...

ଦରକାର ବେଳେ ଖୋଜା, ପରେ ଅଲୋଡ଼ା

ଭଣ୍ଡାରିପୋଖରୀ, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପ୍ଲାବିତ ଅଞ୍ଚଳ। ବୈତରଣୀ ନଦୀରେ ବନ୍ୟା ଆସିଲେ ବ୍ଲକର ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼େ।...

Advertisement
Archives

Model This Week