ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ପୁରୀ ଅଫିସ,୨୧।୧: ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ। ସେହିପରି ମେ’୧୨ରେ ଭଉଁରୀ ଯାତ୍ରା ଏବଂ ଜୁନ୍‌ ୪ରେ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେବା ନେଇ ନୀତିକାନ୍ତି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri