ଅପରାହ୍ନ ୪ରେ ରଥଟଣା

ପୁରୀ ଅଫିସ,୨୫ା୬: ରଥଯାତ୍ରାଠାରୁ ଆରମ୍ଭକରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିନିର୍ଘଣ୍ଟ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ରଥଯାତ୍ରା ଦିନ ମଙ୍ଗଳଆଳତି ସକାଳ ୬ଟା, ମଇଲମ ୬ଟା ୧୦, ତଡ଼ପ ଲାଗି ଓ ରୋଷହୋମ ୬ଟା ୩୦ରେ ସରିବ। ଅବକାଶ ନୀତି ସକାଳ ୭ଟା, ସୂର୍ଯ୍ୟପୂଜା ୭ଟା ୧୦, ଦ୍ୱାରପାଳ ପୂଜା ୭ଟା ୩୦ରେ ହୋଇ ବେଶ ଶେଷ ହେବ। ପୂର୍ବାହ୍ନ ୮ଟାରୁ ୯ଟା ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ ଧୂପ (ଖେଚୁଡ଼ି ଭୋଗ) ହେବ। ଏହାପରେ ରଥ ପ୍ରତିଷ୍ଠା ୯ଟା, ମଙ୍ଗଳାର୍ପଣ ୯ଟା ୧୫ରେ ସରି ୯ଟା ୩୦ ସୁଦ୍ଧା ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ପହଣ୍ଡି ଶେଷ କରାଯିବ। ଅପରାହ୍ନ ୨ଟା ୩୦ ସୁଦ୍ଧା ବେଶ ଶେଷ ହୋଇ ଛେରାପହଁରା ଆରମ୍ଭ ହେବ। ଛେରାପହଁରା ୩ଟା ୩୦ରେ ଶେଷ ହେବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri