ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଅନ୍ୟପଟେ, ଆରମ୍ଭ ହୋଇଛି ରଥଯାତ୍ରାର ଆକର୍ଷଣୀୟ ପରମ୍ପରା ଛେରାପହଁରା। ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା ନୀତି କରୁଛନ୍ତି। ସୁବର୍ଣ୍ଣଚାମର ଧରି ପ୍ରଥମେ ତାଳଧ୍ୱଜ ରଥର ଛେରାପହଁରା କରୁଛନ୍ତି ଗଜପତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ...

ଜଳହସ୍ତୀ ଖୁଆଡ଼ରେ ପଶିଲା କୁମ୍ଭୀର

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଚିଡିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ, ପର୍ଯ୍ୟଟକଙ୍କୁ ଆକ୍ରମଣ, ଦୁର୍ବ୍ୟବହାର ଆଦି...

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି...

୬ ଜିଲା ପରିଷଦ ଜୋନ୍‌ରେ ଭାଜପା-ବିଜେଡି ଲଢ଼େଇ

ବ୍ରହ୍ମପୁର ଅଫିସ,୧୪ା୨: ବ୍ରହ୍ମପୁର ସବଡିଭିଜନ ଅନ୍ତର୍ଗତ ଚିକିଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ରହିଛି ପାତ୍ରପୁର ଓ ଚିକିଟି ବ୍ଲକ। ଏହି ୨ ବ୍ଲକରେ ୬ ଜିଲା ପରିଷଦ...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ରାସ୍ତାରୋକୋ

କୋକସରା,୧।୧(ଡି.ଏନ୍‌.ଏ.):କଳାହଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ମଣ୍ଡିରେ ଧାନକିଣା ପ୍ରକ୍ରିୟାରେ ଅଚଳାବସ୍ତା ଯୋଗୁ ଚାଷୀମାନେ ବିଭିନ୍ନ ସମୟରେ ଆନ୍ଦୋଳନ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ...

ପାଣି ପିଇବାକୁ ଯାଇ ଆଉ ଫେରିଲେନି

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି l ପାପରମେଟେଲା ପଞ୍ଚାୟତ ତଣ୍ଟାଗୁଡା ଗ୍ରାମର ଜଗବନ୍ଧୁ ଖରା ନିକଟସ୍ଥ ଜଙ୍ଗଲକୁ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି...

ଗୋଲେଇ ନିର୍ମାଣରେ ବିଳମ୍ବ ଯୋଗୁ ବଢୁଚି ଦୁର୍ଘଟଣା

କଳିଙ୍ଗନଗର,୧୮ା୨(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ଖୁରୁଣ୍ଟି ଛକ ଗୋଲେଇ ନିର୍ମାଣରେ ଆହେତୁକ ବିଳମ୍ବ ହେଉଛି l ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବର୍ଷାଧିକ କାଳ ଯାତ୍ରୀ...

Advertisement
Archives

Model This Week