ବଡଦାଣ୍ଡରେ ଗଢିଲା ତିନି ରଥ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ତିନି ରଥ ଗଡିଛି। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଉଛି ଶ୍ରୀକ୍ଷେତ୍ର। ସକାଳୁ ଧାଡି ପହଣ୍ଡିରେ ଆସି ରଥାରୂଢ ହୋଇଥିଲେ ତିନି ଠାକୁର । ଏହାପରେ ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା ନୀତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri