ବଡଦାଣ୍ଡରେ ଗଢିଲା ତିନି ରଥ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ତିନି ରଥ ଗଡିଛି। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଉଛି ଶ୍ରୀକ୍ଷେତ୍ର। ସକାଳୁ ଧାଡି ପହଣ୍ଡିରେ ଆସି ରଥାରୂଢ ହୋଇଥିଲେ ତିନି ଠାକୁର । ଏହାପରେ ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା ନୀତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଆସନ୍ତା ୧୫ ତାରିଖ ମକର ସଂକ୍ରାନ୍ତି ସରକାରୀ ଛୁଟି। ଉକ୍ତଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ମୁଖ୍ୟମନ୍ତ୍ରୀ...

ଚିନ୍ତା ବଢ଼ାଇଲେ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୩୦।୬ କରୋନା ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଢେଙ୍କାନାଳ ଜିଲା ପ୍ରଶାସନର ଚିନ୍ତା ବଢ଼ିଛି। ସମ୍ପୃକ୍ତ କର୍ମଚାରୀଜଣକ ସ୍ବାବ୍‌ ରିପୋର୍ଟ ଆସିବା...

ଡିସେମ୍ବର ୨୩ରୁ ସିଟି ଫେଷ୍ଟିଭାଲ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ପୁଣି ଆରମ୍ଭ ହେବ ସିଟି ଫେଷ୍ଟିଭାଲ। ଆସନ୍ତା ଡିସେମ୍ବର ୨୩ରୁ ଜାନୁୟାରୀ ୧ ଯାଏ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶୀତୁଆ ସନ୍ଧ୍ୟାରେ ରାଜଧାନୀବାସୀଙ୍କୁ...

୮ ଘଣ୍ଟା ପରେ ସମୁଦ୍ରରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ

ଛତ୍ରପୁର,୧।୬(ଡି.ଏନ୍‌.ଏ. ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସମୁଦ୍ରରେ ଗାଧୋଇବା ବେଳେ ଦୁଇ ଛାତ୍ରୀ ଭାସିଯାଇଥିଲେ।...

ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯ ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା...

ଆଜି ପବିତ୍ର ଅକ୍ଷୟ ତୃତୀୟା: ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷା ପୁଅ ଅଖିମୁଠି ଅନୁକୂଳ କରିଥାଏ । କ୍ଷେତରେ ବିହନ...

‘ଗାନ୍ଧୀ ଶାନ୍ତିକେନ୍ଦ୍ର’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଅହିଂସା ଭାରତୀୟତାର ପରିଚୟ’

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରିଠାରେ ଶନିବାର ଗାନ୍ଧି ଶାନ୍ତିକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୫...

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି।...

Advertisement
Archives

Model This Week