ଶରଧାବାଲିରେ ଲାଗିଲା ତିନି ରଥ

ପୁରୀ ଅଫିସ,୧।୭: ଶରଧାବାଲିରେ ଲାଗିଲା ତିନି ରଥ। ପ୍ରଥମେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଛି। ଲକ୍ଷାଧିକ ଭକ୍ତ ତିନି ରଥକୁ ଟାଣି ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚାଇଛନ୍ତି। ଏହି ଅବସରରେ ବଡ଼ଦାଣ୍ଡ ଭକ୍ତମୟ, ଭାବମୟ ହୋଇଛି। ଘଣ୍ଟଘଣ୍ଟା, ହୁଳହୁଳିରେ ପ୍ରକମ୍ପିତ ହେଉଛି।

ପ୍ରକାଶ ଯେ, କରୋନା କଟକଣା ନ ଥିରୁ ଦୀର୍ଘ ଦୁଇ ବର୍ଷ ପରେ ରଥଯାତ୍ରାରେ ଭକ୍ତଙ୍କୁ ଅନୁମତି ମିଳିଛି। ଏଥିଲାଗି ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି...

ବାଇକ୍‌କୁ ବଞ୍ଚାଇବାକୁ ଯାଇ ରାସ୍ତାରେ ଓଲଟିଲା ମିନିବସ୍‌: ୫ଶିଶୁଙ୍କ ସମେତ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ, ୮ ଗୁରୁତର

ପୁରୁଷୋତ୍ତମପୁର, ୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର କେଶପୁର ଛକ ନିକଟରେ ଥିବା ଭୁବନେଶ୍ବରୀ ପେଟ୍ରୋଲ ପମ୍ପ୍‌ ସମ୍ମୁଖରେ ଶନିବାର...

ପୁଣି ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୪୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

କଇଁଫୁଲିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ଜିଲା ଭାପୁର ବ୍ଲକ କଇଁଫୁଲିଆ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ସୋମବାର ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଇଗୁଣିଆ...

ରାଜଧାନୀର ୯ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିି ଚାଲିଛି। ତେବେ ଆଉ ୯ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ ପଜିଟିଭ୍‌...

କମୁଛି କରୋନା, ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୨୨...

ଇଣ୍ଡିଆ ଫ୍ୟାଶନ କାର୍ନିିଭାଲ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଲାଗି ‘ଦ ଲିଡିଙ୍ଗ୍‌ ଏଜ୍‌’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ‘ଇଣ୍ଡିଆ ଫ୍ୟାଶନ କାର୍ନିଭାଲ’ ଆୟୋଜିତ...

Advertisement
Archives

Model This Week