ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୋଲିିସ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ। ତେବେ ରଥଯାତ୍ରା ପୂର୍ବପ୍ରସ୍ତୁତିକୁ ନେଇ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି।

କହିରଖୁଛୁ, କରୋନା କଟକଣା ଯୋଗୁ ଦୁଇ ବର୍ଷ ଧରି ରଥଯାତ୍ରାରେ ଭକ୍ତଙ୍କ ସମାଗମ ବନ୍ଦ ରହିଥିଲା। ହେଲେ ଚଳିତ ବର୍ଷ ଘୋଷଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ରଖି ଉଭୟ ଜିଲା ପ୍ରଶାସନ ଓ ପୋଲିସ ସଜାଗ ରହିଛନ୍ତି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି। ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରୁ ଆଣି ଭୁବନେଶ୍ୱରରେ ଦେହ ବ୍ୟବସାୟ, ଶିକ୍ଷୟିତ୍ରୀ ଗିରଫ

ବାରିପଦା ଅଫିସ,୧୫ା୧୨: ମୟୂରଭଞ୍ଜ ଜିଲା ବେତନଟୀ ଅଞ୍ଚଳରୁ ଅପହୃତ ଜଣେ ଆଦିବାସୀ ନାବାଳିକାଙ୍କୁ ବାରିପଦା ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ତାଙ୍କୁ ନେଇ ଦେହ...

ବିରୋଧ ସତ୍ତ୍ୱେ ଆନ୍ଧ୍ରର ଭ୍ରୂକ୍ଷେପ ନାହିଁ

ମାଲକାନଗିରି/କାଲିମେଳା,୨୪।୭(ଡି.ଏନ୍‌.ଏ.): ଆନ୍ଧ୍ର ସରକାର ସବୁବେଳେ ଓଡ଼ିଶା ବିରୋଧୀ ମନୋଭାବ ପ୍ରଦର୍ଶନ କରିଆସୁଛି। କୋଟିଆ ଅଧିବାସୀଙ୍କୁ ପ୍ରଭାବିତ କରି ନିର୍ବାଚନ କରିବା ହେଉ ଅବା ନିଜ କର୍ମଚାରୀ...

ଉକମ୍ବା ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ପାଇଁ ନିବେଦନ

ଗୁଣପୁର,୮।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁରଠାରୁ ମାତ୍ର ୧୪ କି.ମି. ଦୂର ଉକମ୍ବାଠାରେ ରହିଛି ବହୁ ପୁରୁଣା ଏୟାରଷ୍ଟ୍ରିପ୍‌। ଏହା ଜୟପୁର ବିମାନବନ୍ଦରଠାରୁ ୧୯୪ କି.ମି. ଏବଂ...

ଶିକ୍ଷୟିତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଇ ଜେଲ୍‌ ଗଲେ ଶିକ୍ଷକ

ପଦ୍ମପୁର,୧୩ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍‌ ଯାଇଛନ୍ତି ଜଣେ ଶିକ୍ଷକ। ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ...

ନୃଶଂସତାର ସୀମା ଟପିଲେ ଜେଜେମା’: ନିଜ ନାତିକୁ ଅମାନବୀୟ ଭାବେ ପିଟିଲେ

ବସ୍ତା, ୪।୮(ସ୍ବ.ପ୍ର.)-ପିଲାମାନଙ୍କୁ ମା’ ବାପା ଆକଟ କଲା ବେଳେ ସେମାନେ ରକ୍ଷା ପାଇବା ପାଇଁ ଜେଜେମା’ ଜେଜେବାପାଙ୍କ ପାଖକୁ ଦୌଡି ଯାଇଥାନ୍ତି। ସେମାନେ ଜେଜେମା’ କୋଳରେ...

ଗୋଟିଏ କୋଠାରୁ ୨୪ ପଜିଟିଭ ଚିହ୍ନଟ: ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ସିଏମ୍‌ସି

କଟକ ଅଫିସ,୨୫।୮: କଟକ ସହରର ୨୬ ନମ୍ବର ୱାର୍ଡ଼ସ୍ଥିତ କୁମ୍ଭାରସାହିର ଗୋଟିଏ କୋଠାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ସେହି କୋଠାକୁ...

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ଅମଙ୍ଗ ହେଉଛନ୍ତି କରୋନା ସନ୍ଦିଗ୍ଧ

ରତ୍ନଗିରି,୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରେ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ପଜିଟିଭ୍‌...

Advertisement
Archives

Model This Week