ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ କରାଯାଉଛି। ତେବେ ରଥଯାତ୍ରାରେ ସୁରକ୍ଷା ଦୃଷ୍ଟିରୁ ସହରରେ ବ୍ୟାପକ ସିସିଟିଭି ଲାଗିବା ସହ ସ୍ବାସ୍ଥ୍ୟ, ଗମନାଗମନ ଓ ସୁରକ୍ଷା ବ୍ୟବସ୍ଥା ଉପରେ ମଧ୍ୟ ଆଜିର ଏହି ସମନ୍ବୟ ବେଠକରେ ଆଲୋଚନା ହୋଇଛି। ସେହିପରି ୨୦୦ରୁ ଅଧିକ ଡାକ୍ତର ଓ ପାରାମେଡିକାଲ ଷ୍ଟାଫ, ୧୦୦ ପ୍ଲାଟୁନରୁ ଅଧିକ ପୋଲିସ ଫୋର୍ସ ନିୟୋଜିତ ହେବେ। ଚଳିତ ବର୍ଷ ସ୍ନାନପୂର୍ଣ୍ଣିମାରେ ମଧ୍ୟ ଭକ୍ତଙ୍କ ସମାଗମ ହେବ । ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ସହ ସ୍ନାନ ପୂର୍ଣ୍ଣିମା ରୀତି ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri