ରଥଖଳା ଚଳଚଞ୍ଚଳ, ୨୧ ଚକ ନିର୍ମାଣ କାମ ଶେଷ

ପୁରୀ ଅଫିସ,୨୩।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଭୋଇ ଓ ବିଶ୍ୱକର୍ମାମାନେ ପବିତ୍ର ଭଉଁରୀ ଅବସରରେ ୬ଟି ଚକ ସହିତ ୩ ଟି ଅଖ ଯୋଡ଼ିବା ପରେ ଏବେ ଚକ ନିର୍ମାଣ କାର୍ଯ୍ୟ ଜୋର ଧରିଛି। ୩ ରଥର ମୋଟ ୪୨ଟି ଚକ ଭିତରୁ ୨୧ଟି ଚକ ନିର୍ମାଣ କାମ ଶେଷ ହୋଇଛି।
ଅନ୍ୟପଟେ ସୋମବାର ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ହଳଦୀପାଣି ନୀତି ଅନୁଷ୍ଠିତ ହେଉଥିବା ବେଳେ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri