ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥରେ ବିଜେ କରିଛନ୍ତି । ପରେ ଭଉଣୀ ସୁଭଦ୍ରା ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ। ଶେଷରେ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଦେଇ ବାହାରିଥିଲେ ପ୍ରଭୁ ଶ୍ରୀଜଗନ୍ନାଥ । ଏ ନେଇ ଗୁଣ୍ଡିଚା ମନ୍ଦିର ପରିସରରରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ । ବର୍ତ୍ତମାନ ଗୁଣ୍ଡିଚା ମନ୍ଦିରର ନାକଟଣା ଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ହୋଇଛନ୍ତି ତିନି ରଥ । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri