ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ: ଆଜି ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ସହ ଜଗାର ହେବ ଭେଟ

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥଟଣା ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଗଡ଼ିଛି। ତେବେ ଅନ୍ୟପଟେ ବାହଡ଼ା ଯାତ୍ରର ସବୁଠାରୁ ଅନନ୍ୟ ପରମ୍ପରା ହେଉଛି ଲକ୍ଷ୍ମୀ ନାରାୟଣଙ୍କ ଭେଟ। ଅଭିମାନିନୀ ମା’ ଲକ୍ଷ୍ମୀ ଆଜି ଶ୍ରୀନଅରରେ ପ୍ରଭୁ ଜଗନ୍ନାଥଙ୍କୁ ଭେଟିବେ। ମା’ ଲକ୍ଷ୍ମୀଙ୍କୁ ଛାଡ଼ି ଭାଇ ଭଉଣୀଙ୍କୁ ନେଇ ଯାଇଥିଲେ ମହାପ୍ରଭୁ। ଏ ନେଇ ମହାପ୍ରଭୁଙ୍କ ଉପରେ ଅଭିମାନ କରିଥିଲେ ମା’ ଲକ୍ଷ୍ମୀ। ପ୍ରଭୁଙ୍କ ସହ ମା’ଙ୍କ ମନୋମାଳିନ୍ୟକୁ ହଟେଇବା ପାଇଁ ଗଜପତି ମହାରାଜ ନିଜେ ଜଗନ୍ନାଥଙ୍କ ସହ ମା’ ଲକ୍ଷ୍ମୀଙ୍କର ଭେଟ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri