ରାଠୀର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୨: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ରାଠୀ ଷ୍ଟିଲ୍‌ ଆଣ୍ଡ ଆପ୍ଲାଏନ୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ‘ରାଠୀ ଷ୍ଟିଲ୍‌’ ଗୁରୁବାର ସମ୍ବଲପୁର ଜିଲାର ବୁଢ଼ାରାଜାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ରାଠୀ ଷ୍ଟିଲ୍‌ ଆଣ୍ଡ ଆପ୍ଲାଏନ୍ସର ଏମ୍‌ଡି ନିର୍ମଳ ରାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଠୀ ଷ୍ଟିଲ୍‌ ଆଣ୍ଡ ଆପ୍ଲାଏନ୍ସର ନିର୍ଦ୍ଦେଶକ ରାଜୁ ରାଠୀ ଏବଂ ପ୍ରେଷ୍ଟିଜ ଓଡ଼ିଶା ୟୁନିଟ୍‌ର ଏଏସ୍‌ଏମ୍‌ ଜ୍ଞାନରଞ୍ଜନ ପରିଡା ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ୫୦୦ ବର୍ଗ ଫୁଟ ପରିବ୍ୟାପ୍ତ ସ୍ଥାନରେ ଏକ ବୃହତ୍‌ ଷ୍ଟିଲ୍‌ ବାସନ କାଉଣ୍ଟର ‘ରାଠୀ ଷ୍ଟିଲ୍‌’ର ଶୁଭାରମ୍ଭ କରାଯାଇଛି। ଏଠାରେ ସମସ୍ତ ପ୍ରକାର ଷ୍ଟିଲ୍‌ ବାସନକୁସନ ସାଙ୍ଗକୁ ପ୍ରେଷ୍ଟିଜର ସମସ୍ତ ଉତ୍ପାଦ ଉପଲବ୍ଧ। ସେହିଭଳି ଆଗକୁ ବିଭାଘର ଋତୁ ଥିବାରୁ ଗ୍ରାହକଙ୍କୁ ଗୁଣାତ୍ମକ ମାନର ଉତ୍ପାଦ ସୁଲଭ ମୂଲ୍ୟରେ ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ଏପରିକି ଗ୍ରାହକଙ୍କ ଚାହିଦା ଓ ଆବଶ୍ୟକତାକୁ ପୂରଣ କରିବା ପାଇଁ ପ୍ରେଷ୍ଟିଜର ପ୍ରେସର କୁକୁରଠାରୁ ଆରମ୍ଭକରି ଷ୍ଟୋଭ ପର୍ଯ୍ୟନ୍ତ ସମସ୍ତ ଘରକରଣା ସାମଗ୍ରୀ ସୁଲଭ ମୂଲ୍ୟ ଓ ଆକର୍ଷଣୀୟ ରିହାତିରେ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri