ରାଶନ କାର୍ଡ କାହାର ରହିବ , କାହାର କଟିବ: ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୧।୭: ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି। କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି।

କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି। କେନ୍ଦ୍ର ସରକାର ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ ୨୦୨୨ରୁ ନୂତନ ରାଶନ କାର୍ଡ ଇସ୍ୟୁ କରାଯାଉ ନାହିଁ। ବିଜୁ ସ୍ବାସ୍ଥ୍ୟ କାର୍ଡ ହାତେଇବା ପାଇଁ ବହୁ ସଂଖ୍ୟାରେ ରାଶନ କାର୍ଡ ଲାଗି ଆବେଦନ ହେବାରୁ ନୂତନ କାର୍ଡ ଇସ୍ୟୁ ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri