Posted inଜାତୀୟ

୫.୮ କୋଟି ରାଶନ କାର୍ଡ ରଦ୍ଦ କଲେ ସରକାର, ଲିଷ୍ଟରେ ଆପଣଙ୍କ ନାଁ ନାହିଁ ତ? ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୧।୧୧: ଭାରତରେ ଗରିବ ଅଭାବୀ ଲୋକଙ୍କୁ ସରକାର ରାଶନ କାର୍ଡ ପ୍ରଦାନ କରୁଛନ୍ତି। ଭାରତରେ କୋଟି କୋଟି ରାଶନ କାର୍ଡଧାରୀ ଅଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର କମ୍‌ ମୂଲ୍ୟରେ ଲୋକଙ୍କୁ ରାଶନ କାର୍ଡ ମାଧ୍ୟମରେ ରାଶନ ପ୍ରଦାନ କରୁଛନ୍ତି। କିନ୍ତୁ ନିକଟରେ ରାଶନ କାର୍ଡଧାରୀଙ୍କ ପାଇଁ ଏକ ବହୁତ ବଡ ଖବର ଆସିଛି । ଭାରତ ସରକାର ପ୍ରାୟ ୫.୮ କୋଟିର ରାଶନ କାର୍ଡ ରଦ୍ଦ କରିଛନ୍ତି। କେଉଁ କାରଣରୁ ସରକାର ଏହି ରାଶନ କାର୍ଡ ରଦ୍ଦ କରିଛନ୍ତି? ଲିଷ୍ଟରେ ଆପଣଙ୍କର ନାମ ନାହିଁ ତ? ତେବେ ଆସନ୍ତୁ ଜାଣିବା କେମିତି ଚେକ୍‌ କରିବା…

କେନ୍ଦ୍ର ଖାଦ୍ୟ ମନ୍ତ୍ରଣାଳୟ ଦ୍ୱାରା ସମସ୍ତ ରାଶନ କାର୍ଡଧାରୀଙ୍କୁ ଏହି ସୂଚନା ପ୍ରଦାନ କରିସାରିଛନ୍ତି ଯେ, E-KYC କାର୍ଯ୍ୟ କରିବା ସମସ୍ତଙ୍କ ପାଇଁ ଆବଶ୍ୟକ ଅଟେ। ଏଥିପାଇଁ ସମୟସୀମା ମଧ୍ୟ ସ୍ଥିର କରାଯାଇଥିଲା। କିନ୍ତୁ ଅନେକ ରାଶନ କାର୍ଡଧାରୀମାନେ ସେମାନଙ୍କର KYC କରିନାହାନ୍ତି। ବାସ୍ତବରେ ଦେଶର ଅନେକ ଲୋକ ନକଲି ରାଶନ କାର୍ଡ ତିଆରି କରି ସରକାରଙ୍କ ଖାଦ୍ୟ ଯୋଜନାର ଲାଭ ଉଠାଉଥିଲେ।

ସରକାରଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଖାଦ୍ୟ ମନ୍ତ୍ରଣାଳୟ ଦ୍ୱାରା ଦେଶର ୫.୮ କୋଟି ନକଲି ରାଶନ କାର୍ଡ ବାତିଲ କରାଯାଇଛି। ଡିଜିଟାଇଜେଶନ ଯୋଗୁ ଭାରତର ଜନସାଧାରଣ ବିତରକ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆସିଛି। ନକଲି ରାଶନ କାର୍ଡ ଧାରକମାନଙ୍କୁ ଚିହ୍ନଟ କରିବା ଏହା ଅଧିକ ସହଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri