ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ରାଶନକାର୍ଡ ମିଳିଲା

ଜୁନାଗଡ,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଆଟିଗଁାର ଜ୍ୟୋତ୍ସ୍ନା ଦୀପ ନାମ୍ନୀ ଜଣେ ମହିଳାଙ୍କୁ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରାଶନ କାର୍ଡ ବ୍ୟବସ୍ଥା କରାଯାଇଛନ୍ତି। ଗରିବ ଶ୍ରେଣୀର ଏହି ମହିଳା ଜଣକ ରାଶନ କାର୍ଡ ନ ଥିବାରୁ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚତ୍ତ ହେଉଥିବା ହ୍ବାଟ୍ସଆପ୍‌ ମାଧ୍ୟମରେ ମନ୍ତ୍ରୀଙ୍କୁ ଅଭିଯୋଗ କରିବା ସହ ରାଶନ କାର୍ଡଟିଏ ପାଇଁ ନିବେଦନ କରିଥିଲେ। ମନ୍ତ୍ରୀ ମିଶ୍ର ଏହା ଜାଣିବା ପରେ ଅଭିଯୋଗକୁ ଗୁରୁତର ସହ ଗ୍ରହଣ କରିବା ସହ ରାଶନ କାର୍ଡର ବ୍ୟବସ୍ଥା କରାଇଛନ୍ତି। ମଙ୍ଗଳବାର ଜ୍ୟୋତ୍ସ୍ନାଙ୍କ ସ୍ବାମୀ ଜିତେନ୍ଦ୍ର ଦୀପ ଚାଉଳ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?