ରାସନ କାର୍ଡ: କିଏ କଟିବେ କିଏ ପାଇବେ, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୨।୭: ରାଜ୍ୟରେ ଅଛନ୍ତି ଲକ୍ଷ ଲକ୍ଷ ଜାଲ୍‌ ରାସନ କାର୍ଡ ହାତାଧିକାରୀ। ବର୍ତ୍ତମାନ ସୁଦ୍ଧା ୨୫ ଲକ୍ଷ ଜାଲ୍‌ ହିତାଧିକାରୀ ଚିହ୍ନଟ ହୋଇଥିବା ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏହି ମାସ ଶେଷ ସୁଦ୍ଧା ଜାଲ୍‌ ହିତାଧିକାରୀଙ୍କ ଚିହ୍ନଟ ଶେଷ ହେବ। ଚିହ୍ନଟ ପରେ କିଏ କଟିବେ କିଏ ରହିବେ ତାହା ସ୍ପଷ୍ଟ ହୋଇଯିବ। ଜାଲ୍‌ ରାସନ କାର୍ଡ ଚିହ୍ନଟ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଉ ୧୦୦ ଦିନ ଭିତରେ ନୂଆ ହିତାଧିକାରୀଙ୍କୁ ଏଥିରେ ସାମିଲ କରାଯିବ।

ଅନ୍ୟପଟେ, ରାଜ୍ୟରେ ଭାଜପା ସରକାରକୁ ମାସେ ପୂରିଛି।ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ପ୍ରଥମଥର ପାଇଁ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିଛି। ତେବେ ରାଜ୍ୟରେ ଭାଜପା ସରକାର ଆକ୍ସନ ମୋଡରେ ଅଛନ୍ତି। ଏଥିସହ ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଦିଗରେ ସରକାର ଲାଗିପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri