ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: e-KYC ନ କଲେ କଟିଯିବ ରାଶନ କାର୍ଡ

ଭୁବନେଶ୍ୱର,୩୦।୬: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୋମବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ଆଜି ରାଶନ କାର୍ଡ e-KYC ଯାଞ୍ଚ କରିବାର ଶେଷ ତାରିଖ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଯେଉଁମାନେ ସୋମବାର ସୁଦ୍ଧା e-KYC ନ କରିବେ ୩ ମାସ ପାଇଁ କାର୍ଡ ସସ୍‌ପେଣ୍ଡ ହୋଇଯିବ ବୋଲି ମନ୍ତ୍ରୀ କହିଛନ୍ତି।

୩ ମାସ ଭିତରେ e-KYC କଲେ କାର୍ଡ ପୁନଃ ସଚଳ ହେବ। ନଚେତ କାର୍ଡ ସମ୍ପୂର୍ଣ୍ଣ କଟିଯିବ। ବର୍ତ୍ତମାନ ସୁଦ୍ଧା ୨୦ଲକ୍ଷ ୫୮ ହଜାର e-KYC କରି ନ ଥିବା ଯୋଗାଣ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri