ରାସନ ଚାଉଳକୁ ନେଇ ବଡ଼ ଅପଡେଟ୍: ବନ୍ଦ ହେବ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ ପୂର୍ବଭଳି ନିଜ କୋଟାର ଚ‌ାଉଳ ଉଠାଇପାରିବେ ଓ ଇ-କେୱାଇସି କରି ନଥିବା ୧୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ନେଇ ସେହିପରି କୌଣସି ଅପଡେଟ ଆସିନାହିଁ।

ଚଳିତମାସ ୧୫ ତାରିଖରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅକ୍ଟୋବର ଶେଷସୁଦ୍ଧା ଇ-କେୱାଇସି କରି ନଥିବା ହିତାଧିକାରୀଙ୍କୁ ନଭେମ୍ବରରୁ ଚାଉଳ ମିଳିବ ନାହିଁ ବୋଲି କହିଥିଲେ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri