ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ ଜୁଲାଇରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଖୋଲାଯାଇଥିଲା । ସମସ୍ତ ଅଳଙ୍କାର ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । କିନ୍ତୁ ଏ ପର୍ଯ୍ୟନ୍ତ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହୋଇନାହିଁ। ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri