Ratna Bhandar: ରତ୍ନଭଣ୍ଡାରକୁ ନେଇ ବଡ଼ ଘୋଷଣା କଲେ ମନ୍ତ୍ରୀ, କହିଲେ ଗଣତି ସରିବା ପରେ…

ଭୁବନେଶ୍ୱର,୧୫ା୨: ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ ସାର୍ବଜନୀନ କରିବେ ସରକାର।

ରତ୍ନଭଣ୍ଡାର ଖୋଲିବା ପରେ ଭଣ୍ଡାରରେ କେତେ ଅଳଙ୍କାର ଥିଲା । ପୂର୍ବ ଗଣତି ଅନୁଯାୟୀ ସବୁ ଅଳଙ୍କାର ସୁରକ୍ଷିତ ଅଛି ତ? ଏହି ଭଳି ଅନେକ ପ୍ରଶ୍ନ ଉଠୁଥିବା ବେଳେ ବଡ ସୂଚନା ଦେଇଛନ୍ତି ରାଜ୍ୟ କରକାର । ରତ୍ନଭଣ୍ଡାରରେ କେତେ ଅଳଙ୍କାର ରହିଛି ତାହା ସାର୍ବଜନୀନ ହେବ । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ  ।

ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିଛି । ଶେଷ ହେବା ପରେ ଗଣତି ମଣତି ହେବ । ଗଣତି ମଣତି ପରେ ତଥ୍ୟ ଦିଆଯିବ ।

ଶେଷ ଥର ପାଇଁ ୧୯୭୮ରେ ରତ୍ନଭଣ୍ଡାର ଗଣତି  ହୋଇଥିଲା। ଏହା ପରଠାରୁ ଅନେକଥର ଦାବି ଉଠିଥିଲେ ମଧ୍ୟ ଗଣତି ହୋଇ ନ ଥିଲା। ରାଜ୍ୟରେ ଭାଜପା ସରକାର ଆସିବା ପରେ ପ୍ରତିଶ୍ରୁତି ଦେଇଥିଲା ରତ୍ନଭଣ୍ଡାର ଖୋଲାଯିବ। ଯାହା କି ଆଜି ପର୍ଯ୍ୟନ୍ତ ଖୋଲାଯାଇ ଗଣତିମଣତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?