ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଏମିତି କହିଲେ ଜଗନ୍ନାଥଙ୍କ ବାଡଗ୍ରାହୀ

ପୁରୀ,୧୦।୭: ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବହୁଦିନ ହେବ କହି ଆସୁଥିଲି ଜଗନ୍ନାଥ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଉ । ଯାହାର ଅଭିଜ୍ଞତା ଥିବ ସେମାନଙ୍କୁ ନେଇ ରତ୍ନଭଣ୍ଡାର ଖୋଲାଯାଉ । ଏଣୁତେଣୁ ଲୋକଙ୍କୁ ନେଇ ରତ୍ନଭଣ୍ଡାର ଖୋଲିଲେ କିଛି ଲାଭ ନାହିଁ । ପ୍ରତ୍ୟେକ ସେବାୟତ ନିଯୋଗରୁ ଜଣେ ଲେଖାଏ ଅଭିଜ୍ଞ ସେବାୟତଙ୍କୁ ରଖାଯିବା ସହ ସ୍ଥାନୀୟ ବିଧାୟକ ଓ ଏମ୍‌ପିଙ୍କ ରତ୍ନଭଣ୍ଡାର ଖୋଲାଯିବା ବେଳେ ଉପସ୍ଥିତ ରୁହନ୍ତୁ । ଯେଉଁ ବଣିଆ ଭଲଭାବେ ରତ୍ନ ଚିହ୍ନଟ କରିପାରିବେ ସେମାନଙ୍କୁ ନେଇ ଏହାର ଚିହ୍ନଟ କରାଯାଉ । ରତ୍ନଭଣ୍ଡାର ପାଇଁ ଷ୍ଟ୍ରଙ୍ଗ ରୁମ ହେଉ । ରତ୍ନଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ତାହାକୁ ଆଗ ଯାଞ୍ଚ କରାଯାଉ । ଏହାକୁ ମରାମତି କରି ରତ୍ନଭଣ୍ଡାରକୁ ଆହୁରି ସୁରକ୍ଷିତ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଆଦିବାସୀ ନୃତ୍ୟରେ ଦୁଲୁକିଲା ଜନଜାତି ବୈଠକ, ସମ୍ୱର୍ଦ୍ଧିତ ହେଲେ ଛାତ୍ରୀ

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପରିସରରେ ଗୁରୁବାର ବ୍ଲକ ସ୍ତରୀୟ ଜନ ଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡିଶା ସରକାରଙ୍କ ୨ବର୍ଷ ପୂର୍ତ୍ତି…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri